Posted inଜାତୀୟ

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଟ୍ରସଙ୍କ ନେତୃତ୍ୱରେ ଭାରତ-ବ୍ରିଟେନ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କ ଆହୁରି ସୁଦୃଢ ହେବାକୁ ଯାଉଛି। ନୂତନ ଦାୟିତ୍ୱ ଓ ସଫଳ କାର୍ଯ୍ୟକାଳ ପାଇଁ ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଫଳାଫଳ ଘୋଷଣା ପରେ ଲିଜ୍‌ ଟ୍ରସ୍‌ ନିଜର ପ୍ରତିଦ୍ବନ୍ଦ୍ବୀ ତଥା ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି । ବିଶ୍ବବ୍ୟାପୀ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ଆସିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ବିବାଦରେ ଇସି-ପିଏମ୍‌ଓ ବୈଠକ

ନୂଆଦିଲ୍ଲୀ, ୧୮ା୧୨: ନିର୍ବାଚନ କମିଶନ(ଇସି) ଏକ ସ୍ବତନ୍ତ୍ର ସାମ୍ବିଧାନିକ ସଂସ୍ଥା, ଯାହା କାର୍ଯ୍ୟପାଳିକାଠାରୁ ଭିନ୍ନ ଭାବେ କାମ କରେ। ଏହା ଯେପରି ସରକାରଙ୍କଠାରୁ ଦୂରତା ବଜାୟ...

ସରକାରଙ୍କୁ ଘେରିଲେ ବିରୋଧୀ, ଉଭୟ ଗୃହ ମୁଲତବୀ…

ନୂଆଦିଲ୍ଲୀ,୪।୮: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ...

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ...

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି...

ଗୋଟିଏ ରାଷ୍ଟ୍ର ଭାବେ କାର୍ଯ୍ୟକଲେ ସମ୍ବଳ ଅଭାବ ରହିବନି: ମୋଦି

ନୂଆଦିଲ୍ଲୀ, ୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୧ ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର...

ପ୍ରଶାନ୍ତ କିଶୋର ଆରମ୍ଭ କରିବେ ‘ବାତ୍‌ ବିହାର କି’ କାର୍ଯ୍ୟକ୍ରମ

ପାଟନା,୧୮।୨: ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଙ୍କ ନେତୃତ୍ୱାଧିନ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ବିଜୟ ପରେ ଶ୍ରେୟ ନେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର। ମଙ୍ଗଳବାର...

ଗାଈଚରାଳିଙ୍କୁ ଅଟକାଇଲା ଚାଇନା

ନୂଆଦିଲ୍ଲୀ,୩୦ା୮: ପୂର୍ବ ଲଦାଖର ଡେମ୍‌ଚୋକ୍‌ ଅଞ୍ଚଳରେ ଗାଈଗୋରୁଙ୍କୁ ଚରାଇବାକୁ ନେଉଥିବା ସୀମାନ୍ତ ଅଞ୍ଚଳର କେତେଜଣ ଗ୍ରାମବାସୀଙ୍କୁ ଗତ ସପ୍ତାହରେ ଚାଇନା ସୈନ୍ୟ ଅଟକାଇଥିଲେ। ଭାରତୀୟ ସେନା...

ଭୟଭୀତ ହୁଅ ନାହିଁ, ସତର୍କତା ଅବଲମ୍ବନ କର: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୮: କରୋନା ସଂକ୍ରମଣ ନ ସରୁଣୁ ଦେଶରେ ଏବେ ମଙ୍କିପକ୍ସ ବିପଦ ଏବଂ ପଜିଟିଭ୍‌ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୮ମଙ୍କିପକ୍ସ...

Advertisement
Archives

Model This Week