Posted inଜାତୀୟ

ଗୁରୁନାନକ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୧୧: ସାରା ଦେଶରେ ସୋମବାର କାର୍ତ୍ତିକ ପୂର୍ଣ୍ଣିମା ସହ ଗୁରୁନାନକ ଜୟନ୍ତୀ ପାଳନ କରାଯାଉଛି। ଗୁରୁ ନାନକ ଦେବ ହେଉଛନ୍ତି ଶିଖ୍‌ ଧର୍ମର ପ୍ରତିଷ୍ଠାତା ଏବଂ ଶିଖ୍‌ ଲୋକଙ୍କ ପ୍ରଥମ ଗୁରୁ। ଗୁରୁନାନକଙ୍କ କାର୍ତ୍ତିକ ପୂର୍ଣ୍ଣିମାରେ ରାବି ନଦୀ କୂଳରେ ଥିବା ତଲଓ୍ବଣ୍ଡୀ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ। ଉକ୍ତ ଗଁା ଏବେ ପାକିସ୍ତାନରେ ରହିଛି। ଶିଖ୍‌ ଧର୍ମରେ ଗୁରୁ ନାନକଙ୍କ ଜନ୍ମଦିନକୁ ଆଲୋକର ପର୍ବ ଭାବେ ପାଳନ କରାଯାଏ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କ ଜନ୍ମଦିନ ଅବସରରେ ମୋଦି ଗୁରୁନାନକଙ୍କୁ ପ୍ରଣିପାତ ଜଣାଇଛନ୍ତି। ତାଙ୍କର ଚିନ୍ତାଧାରା ସମସ୍ତଙ୍କୁ ସମାଜରେ ସେବା ଓ ଉତ୍ତମ ମଣିଷ ହେବା ପାଇଁ ପ୍ରେରଣା ଯୋଗାଇଥାଏ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?