ଯୋଶିହିଡେ ସୁଗା ହେଲେ ଜାପାନର ପ୍ରଧାନମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୋଦି

ଟୋକିଓ,୧୬।୯: ଯୋଶିହିଡେ ସୁଗା ଜାପାନର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ ହୋଇଛନ୍ତି। ବୁଧବାର ସୁଗା ଆନୁଷ୍ଠାନିକ ଭାବେ ଜାପାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସୋମବାର ସେ ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ ପାର୍ଟିର ନେତା ଭାବରେ ନିର୍ବାଚିତ ହୋଇଥିଲେ। ସୁଗା ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସ୍ଥାନ ନେବେ। ସେ ଆବେଙ୍କ ସହ ଅତି ନିକଟତର ଏବଂ ୨୦୦୬ ମସିହାରୁ ତାଙ୍କର ସମର୍ଥକ ରହିଆସିଛନ୍ତି। ମୋଦି ଟୁଇଟ କରି ସୁଗାଙ୍କୁ ଶୁଭେଚ୍ଛ ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଜାପାନର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ପାଇଥିବାରୁ ୟୋଶିହିଡା ସୁଗାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ମୁଁ ଆଶା କରୁଛି ଯେ ଦୁଇ ନେତା ମିଳିତ ଭାବେ ଦୁଇ ଦେଶ ମଧ୍ୟରେ ‘ସ୍ପେଶାଲ ଷ୍ଟ୍ରାଟେଜିକ ଏବଂ ଗ୍ଲୋବାଲ ପାର୍ଟନରସିପ’ କୁ ନୂଆ ଉଚ୍ଚତାକୁ ନେଇଯିବେ। ଏହାପୂର୍ବରୁ ସିଞ୍ଜୋ ଆବେ ଜାପାନର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଅସୁସ୍ଥତା ଯୋଗୁ ଆବେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, ଯାହା ପରେ ସୁଗା ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri