Posted inଜାତୀୟ

୨୦୦୦ ଟଙ୍କିଆ ନୋଟ ଆଣିବାକୁ ଚାହୁଁ ନ ଥିଲେ ମୋଦି: ପୂର୍ବତନ ମୁଖ୍ୟ ଶାସନ ସଚିବ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ଥିବା ନୃପେନ୍ଦ୍ର ମିଶ୍ର କହିଛନ୍ତି ୨୦୧୬ ମସିହାରେ ବିମୁଦ୍ରୀକରଣ ଘଟିବା ପରେ ମଧ୍ୟ ପ୍ରଧାନମନ୍ତ୍ରୀ ୨୦୦୦ ଟଙ୍କିଆ ନୋଟ ଆଣିବା ସପକ୍ଷରେ ନ ଥିଲେ। କାରଣ ସେ ଅନୁଭବ କରିଥିଲେ ଦୈନିକ କାରବାର ଅନୁଯାୟୀ ଏହା ଠିକ ନୁହେଁ। ଗଣମାଧ୍ୟମର ରିପୋର୍ଟକୁ ଉଦ୍ଧୃତ କରି ଏହି ଖବର ସାମ୍ନାକୁ ଆସିଛି। ଅନ୍ୟପକ୍ଷରେ କଂଗ୍ରେସ ନୃପେନ୍ଦ୍ରଙ୍କ ଏହି ବିବୃତ୍ତି ନେଇ ଅସନ୍ତୋଷ ବ୍ୟକ୍ତ କରି କହିଛି ଏହା କେବଳ ଭୁଲ ଲୁଚାଇବାକୁ ଚେଷ୍ଟା।

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ଅଧିକାରୀ ନୃପେନ୍ଦ୍ରଙ୍କ ଦାବି ଉପରେ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ଦୃଢ଼ ପ୍ରତିକ୍ରିୟା ଦେଇଛନ୍ତି। ସେ ଟୁଇଟ କରି ଲେଖିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପୂର୍ବତନ ବରିଷ୍ଠ ସହଯୋଗୀ କହୁଛନ୍ତି ଆତ୍ମଘୋଷିତ ବିଶ୍ୱଗୁରୁ ନଭେମ୍ବର ୨୦୧୬ ରେ ୨୦୦୦ ଟଙ୍କିଆ ନୋଟକୁ ବିରୋଧ କରିଥିଲେ। ସେ ଆହୁରି ମଧ୍ୟ କହିବେ ବିମୁଦ୍ରୀକରଣ ପାଇଁ ତାଙ୍କ ପରାମର୍ଶଦାତାମାନେ ତାଙ୍କ ଉପରେ ଚାପ ପକାଇଥିଲେ। ଏହା ନିଜର ଭୁଲ ଘୋଡାଇବା ପାଇଁ ଏକ ହୀନ ପ୍ରୟାସ ବ୍ୟତୀତ ଆଉ କିଛି ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri