ସୁସ୍ମିତାଙ୍କୁ ଭୁଲିଗଲେ ମୋଦି

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରଥମ କମିଶନର ତଥା ପଳାତକ ବ୍ୟବସାୟୀ ଲଳିତ ମୋଦି ନିଜ ଇନ୍‌ଷ୍ଟାଗ୍ରାମ ବାୟୋରେ ପ୍ରୋଫାଇଲ ଫଟୋ ବଦଳାଇଛନ୍ତି। ପୂର୍ବରୁ ଏଥିରେ ସେ ପ୍ରାକ୍ତନ ମିସ୍‌ ୟୁନିଭର୍ସ ସୁସ୍ମିତା ସେନଙ୍କ ସହ ନିଜ ଫଟୋ ରଖିଥିଲେ, ଯହିଁରେ ଉଭୟେ ହସୁଥିବା ଦେଖିବାକୁ ମିଳିଥିଲା। ଗତ ଜୁଲାଇ ୧୪ରେ ପୋଷ୍ଟ କରିଥିବା ଉକ୍ତ ଫଟୋରେ ଲଳିତ ମୋଦି ଲେଖିଥିଲେ, ଯାହାବି ହେଉ ଶେଷରେ ମୁଁ ମୋ ପ୍ରେମିକା ସୁସ୍ମିତା ସେନଙ୍କ ସହ ନୂଆ ଜୀବନ ଆରମ୍ଭ କରିବାକୁ ଯାଉଛି। ଏହା ଉପରେ ସୁସ୍ମିତା ମଧ୍ୟ ନିଜ ପ୍ରତିକ୍ରିୟା ରଖିଥିଲେ। ସୋସିଆଲ ମିଡିଆରେ ଏହା ବହୁଳ ପ୍ରସାରିତ ହେବା ପରେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବୋଲି ସୁସ୍ମିତାଙ୍କ ପ୍ରଶଂସକମାନେ ମନେକରିଥିଲେ। କିନ୍ତୁ ମୋଦି ଏବେ ସେହି ପ୍ରୋଫାଇଲ ଫଟୋକୁ ଚେଞ୍ଜ କରି କେବଳ ନିଜର ଏକ ଫଟୋ ରଖିଛନ୍ତି। ଟୁଇଟରରେ ୟୁଜର୍ସ ଲେଖିଛନ୍ତି, ମୋଦି କ’ଣ ତାଙ୍କ ବେଟର ହାଫ୍‌ ସୁସ୍ମିତାଙ୍କୁ ଭୁଲିଗଲେ? ଦୁହିଁଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଗଲା କି? ଡେଟିଂର ଦେଢ଼ମାସ ପରେ ପ୍ରେମରେ ଭଟ୍ଟା ପଡ଼ିଗଲା କି? ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଆଉ ଜଣେ ୟୁଜର ଲେଖିଛନ୍ତି, ଆରେ ହେ… ଅଭିନେତ୍ରୀ ସୁସ୍ମିତା ସେନ ପରା ଗତମାସରେ ତାଙ୍କ ଏକ୍ସ ବୟଫ୍ରେଣ୍ଡ ରହମାନ ଶଲ୍‌ଙ୍କ ସହ ବୁଲୁଥିଲେ। ଦୁହେଁ ମିଶି ମୁମ୍ବାଇରେ ଶପିଙ୍ଗ୍‌ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri