Posted inଜାତୀୟ

ବାରାଣସୀକୁ ୬୧୪ କୋଟିର ଦୀପାବଳି ଉପହାର ଦେଲେ ମୋଦି

ବାରାଣସୀ,୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ ଆସନ ବାରାଣସୀକୁ ସୋମବାର ୬୧୪ କୋଟି ଟଙ୍କାର ଦୀପାବଳି ଉପହାର ଦେଇଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସେ ଏଠାରେ ୩୩ ପରିଯୋଜନାର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ବାରାଣସୀକୁ ସ୍ମାର୍ଟ ସହର ଭାବେ ଗଢ଼ିବା ଲାଗି ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି କହିଛନ୍ତି। ସାରନାଥରେ ସାଉଣ୍ଡ ଏବଂ ଲାଇଟ୍‌ ସିଷ୍ଟମ୍‌ର ଲୋକାର୍ପଣ କରାଯାଇଛି। ସେହିପରି୧୦୫ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଏବଂ ୧୦୧ ଆଶ୍ରୟ କେନ୍ଦ୍ରର ଲୋକାର୍ପଣ ମୋଦି କରିଛନ୍ତି। ସହରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ୩ ହଜାର ସର୍ଭେଲାନ୍ସ୍‌ କ୍ୟାମେରା ସ୍ଥାପନ କରାଯିବ। ଏଥିରେ ୧୨୦ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ଖିଡ଼ିକିଆ ଘାଟର ବିକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri