Posted inଜାତୀୟ

ରାଗିଗଲେ ମୋଦି, କହିଲେ ଆମେ କାହାର ମଧ୍ୟସ୍ଥତା ଆବଶ୍ୟକ କରୁନୁ

ନୂଆଦିଲ୍ଲୀ,୧୧ା୫: କଶ୍ମୀରକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯଦି ଆତଙ୍କବାଦୀଙ୍କୁ ଆମ ହାତକୁ ଦେବେ ତେବେ PoK ଭାରତକୁ ଫେରିବା ନେଇ କଥା ହୋଇପାରିବୁ। ଏହା ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗରେ ଆଲୋଚନା କରିବୁନି ବୋଲି ମୋଦି କହିଛନ୍ତି। ଏଥିସହିତ ମୋଦି ପ୍ରବଳ ରାଗି ଯାଇଛନ୍ତି। ସେ କହିଛନ୍ତି, ଆମେ କାହାର ମଧ୍ୟସ୍ଥତା ଚାହୁଁନୁ କି କାହାର ମଧ୍ୟସ୍ଥତା ମଧ୍ୟ ଆବଶ୍ୟକ କରୁନୁ।

ଗୁଳିର ଜବାବ ଆମେ ଗୋଳାରେ ଦେବୁ। ସରିନି ଅପରେଶନ ସିନ୍ଦୂର, ପାକିସ୍ତାନ ଗୁଳି ଫୁଟାଇଲେ ଆମେ ଗୋଳାରେ ଜବାବ ଦେବୁ। ସେପଟୁ ଗୁଳିମାଡ଼ ହେଲେ ଏପଟୁ ଗୋଳା ବର୍ଷିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏବେ ବି ସାମରିକ ଲକ୍ଷ୍ୟ ପୂରଣ ହୋଇଥିବା କହିଛନ୍ତି ମୋଦି।

‘ଅପରେଶନ ସିନ୍ଦୂର’ରେ ୩ଟି ଲକ୍ଷ୍ୟ ପୂରଣ ହୋଇଛି। ବାହାଓ୍ବଲପୁର, ମୁର୍ଦ୍ଦିକେ, ମୁଜାଫରବାଦ କ୍ୟାମ୍ପ ମାଟିରେ ମିଶିଛି। ରାଜନୈତିକ ଉଦ୍ଦେଶ୍ୟ ମଧ୍ୟ ପୂରଣ ହୋଇଛି ବୋଲି କହିଛନ୍ତି ମୋଦି। ସିନ୍ଧୁ ନଦୀ ଚୁକ୍ତି ସହ ସୀମା ପାର୍‌ ଆତଙ୍କବାଦ ଜଡ଼ିତ। ସୀମା ପାର୍‌ ଆତଙ୍କବାଦ ବନ୍ଦ ନ ହେବା ପର୍ଯ୍ୟନ୍ତ ଚୁକ୍ତି ବାତିଲ କାଏମ ରହିବ। ମନୋସ୍ତାତ୍ତ୍ବିକ ବଜୟ ହୋଇଛି। ଘରେ ପଶି ମାରିଛୁ। ସେମାନଙ୍କ ଘରେ ପଶି ମାରିବା ଆମ ପାଇଁ ବଡ଼ ସଫଳତା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?