Posted inଜାତୀୟ

ସବୁ ସୀମା ଟପି ଗଲେଣି ମୋଦି ସରକାର: ରାହୁଲ

ନୂଆଦିଲ୍ଲୀ, ୧୬।୧୨- ଦିଲ୍ଲୀ ଓ ହରିୟାଣାର ସିଙ୍ଗୁ ସୀମାରେ ଚାଲିଥିବା କୃଷକ ଆନ୍ଦୋଳନରେ ବୁଧବାର ଜଣେ ଶିଖ ଗୁରୁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। କର୍ନାଲର ସନ୍ଥ ବାବା ରାମ ସିଂ କୃଷକ ଆନ୍ଦୋଳନକୁ ସମର୍ଥନରେ ଆତ୍ମହତ୍ୟା କରିଛନ୍ତି। ଜୀବନ ବଳିଦାନ ଦେଉଥିବା କୃଷକଙ୍କ ପ୍ରତି ମୋର ସମବେଦନା ରହିଛି। ନରେନ୍ଦ୍ର ମୋଦିଙ୍କ ସରକାର ନିଷ୍ଠୁରତାର ସମସ୍ତ ସୀମା ଅତିକ୍ରମ କରିସାରିଛି। ଜିଦଖୋର ନୀତି ବନ୍ଦ କର। କୃଷକ ବିରୋଧୀ ଆଇନକୁ ଫେରାଇ ନିଅ ବୋଲି ସେ ଟୁଇଟ୍‌ କରି ଲେଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri