Posted inଜାତୀୟ

Diwali Bonus 2023: କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ଦୀପାବଳୀ ଉପହାର, ଘୋଷଣା କଲେ ବୋନସ

ନୂଆଦିଲ୍ଲୀ, ୧୭।୧୦: ମୋଦୀ ସରକାର ଦୀପାବଳୀ ଅବସରରେ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ବଡ଼ ଉପହାର ଦେଇଛନ୍ତି। ସରକାର ମଙ୍ଗଳବାର (୧୭ ଅକ୍ଟୋବର) ଦୀପାବଳୀ ବୋନସ ଦେବାକୁ ଘୋଷଣା କରିଛନ୍ତି। ଏହାରି ମାଧ୍ୟମରେ ଗ୍ରୁପ -ବି ଏବଂ ଗ୍ରୁପ -ସି ବର୍ଗର କର୍ମଚାରୀଙ୍କୁ ୩୦ ଦିନର ଅତିରିକ୍ତ ଦରମା ମିଳିବ।

ଅର୍ଥ ମନ୍ତ୍ରାଳାୟ କେନ୍ଦ୍ରୀୟ କର୍ମଚାରୀଙ୍କୁ ଆଡହକ ବୋନସ ଦେବାକୁ ଘୋଷଣା କରିଛନ୍ତି। ଏହି ବର୍ଗରେ ଆସୁଥିବା ଅନଗାଜେଟଡ କେନ୍ଦ୍ରୀୟ କର୍ମଚାରୀଙ୍କୁ ମଧ୍ୟ ଏହି ବୋନସ ମିଳିବ। ଆଡହକ ବୋନସ ଫାଇଦା କେନ୍ଦ୍ରୀୟ ଅର୍ଦ୍ଧସାମରିକ ବଳର ସମସ୍ତ ଯୋଗ୍ୟ କର୍ମଚାରୀଙ୍କୁ ମଧ୍ୟ ମିଳିବ।

ସୂତ୍ରରୁ ମିଳିଥିବା ସୂଚନା ଅନୂଯାୟୀ ମୋଦୀ କ୍ୟାବିନେଟ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନ ଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ମଧ୍ୟ ବଢ଼ାଇ ପାରନ୍ତି। ମହଙ୍ଗା ଭତ୍ତା ୪ ପ୍ରତିଶତ ବଢି ୪୬% ହେବାର ସମ୍ଭାବନା ରହିଛି। ବୁଧବାର(୧୮ ଅକ୍ଟୋବର) ରେ ସକାଳ ୧୦.୩୦ ସମୟରେ କ୍ୟାବିନେଟ ବୈଠକ ହେବ। ଏହି ବୈଠକରେ ମହଙ୍ଗା ଭତ୍ତା ବୃଦ୍ଧି ହେବା ନେଇ ନିଷ୍ପତି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri