Posted inଜାତୀୟ

ମୋଦି ସରକାର ନିର୍ବାଚନୀ ଫାଇଦା ପାଇଁ କରୁଛନ୍ତି ଧ୍ରୁବୀକରଣ: ସୋନିଆ…

ନୂଆଦିଲ୍ଲୀ, ୧୪।୯ : କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଏକ ବଡ ଅଭିଯୋଗ ଆଣିଛନ୍ତି। ଏକ ଇଂଲିଶ୍‌ ଖବର କାଗଜର ସମ୍ପାଦକୀୟ ପୃଷ୍ଠାରେ ପ୍ରକାଶିତ ହୋଇଥିବା ପ୍ରବନ୍ଧରେ ସେ ଅଭିଯୋଗ କରିଛନ୍ତି ଯେ ନିର୍ବାଚନ ଫାଇଦା ପାଇଁ ମୋଦି ସରକାର ଭୋଟରଙ୍କୁ ଧ୍ରୁବୀକରଣ କରୁଛନ୍ତି ଏବଂ ସାମାଜିକ ସ୍ଥିତିକୁ ଭଙ୍ଗ କରୁଛନ୍ତି।

ଦେଶର କ୍ଷମତା ଗତ ଆଠ ବର୍ଷ ମଧ୍ୟରେ ହାତଗଣତି ରାଜନେତା ଏବଂ ବ୍ୟବସାୟୀଙ୍କ ହାତରେ କେନ୍ଦ୍ରୀଭୂତ ହୋଇ ରହିଛି। ଏହା ଭାରତର ଗଣତନ୍ତ୍ରକୁ ଦୁର୍ବଳ କରୁଛି। ସାମ୍ବିଧାନିକ ମୂଲ୍ୟବୋଧ ଏବଂ ନୀତି ଉପରେ ଭାଜପା ସରକାରଙ୍କ ପକ୍ଷରୁ ଆକ୍ରମଣ କରାଯାଉଥିବା ସେ ଅଭିଯୋଗ କରିଛନ୍ତି।

ଦେଶର ସ୍ବାଧୀନ କର୍ତ୍ତୃପକ୍ଷଙ୍କୁ କାର୍ଯ୍ୟପାଳିକା ଉପକରଣ କରାଯାଇଛି। ପକ୍ଷପାତପୂର୍ଣ୍ଣ ନୀତି ଗ୍ରହଣ ଦ୍ୱାରା ଦେଶରେ ଘୃଣ୍ୟ ରାଜନୀତିକୁ ପ୍ରଶୟ ଦିଆଯାଉଛି। ନିର୍ବାଚନ ବଣ୍ଡ ଏବଂ କ୍ରୋନିଜିମ ଦ୍ୱାରା ସୃଷ୍ଟି ହୋଇଥିବା ଅର୍ଥ ଶକ୍ତି ଦ୍ୱାରା ନିର୍ବାଚନ ଫଳାଫଳକୁ ବିକୃତ କରାଯାଉଛି। ସରକାରୀ ଏଜେନ୍ସିଗୁଡିକ ବର୍ତ୍ତମାନର ସରକାରଙ୍କୁ ବିରୋଧ କରୁଥିବା ଦଳ ଉପରେ ଚଢ଼ାଉ କରୁଛନ୍ତି ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri