Posted inଜାତୀୟ

କୃଷକଙ୍କ ମୁହଁରେ ହସ ଫୁଟାଇଲେ ମୋଦି ସରକାର: ୭ ବଡ଼ ଯୋଜନାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨।୯: କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତ, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ କ୍ୟାବିନେଟ ସୋମବାର ୭ଟି ପ୍ରମୁଖ ନିଷ୍ପତ୍ତି ନେଇଛି।

ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ପ୍ରଥମ ହେଉଛି ଡିଜିଟାଲ କୃଷି ମିଶନ, ଏହା ହେଉଛି କୃଷି ପାଇଁ ଡିଜିଟାଲ ଜନସାଧାରଣ ଭିତ୍ତିଭୂମି ପ୍ରସ୍ତୁତ କରିବା। ୨୮୧୭ କୋଟି ଟଙ୍କା ବିନିଯୋଗ ସହିତ ଡିଜିଟାଲ କୃଷି ମିଶନ ପ୍ରସ୍ତୁତ ହେବ।

– ଖାଦ୍ୟ ଏବଂ ପୁଷ୍ଟିକର ଫସଲ ବିଜ୍ଞାନ ପାଇଁ ଉତ୍ସର୍ଗୀକୃତ ୩,୯୭୯ କୋଟି ଟଙ୍କା ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି।
– ୨,୮୧୭ କୋଟି ଟଙ୍କା ମୂଲ୍ୟର ଡିଜିଟାଲ କୃଷି ମିଶନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି।
– ସେ କହିଛନ୍ତି, କୃଷି ଶିକ୍ଷା ଏବଂ ପରିଚାଳନାକୁ ମଜଭୁତ କରିବା ପାଇଁ କ୍ୟାବିନେଟ ୨,୨୯୨କୋଟି ଟଙ୍କା ଯୋଗାଇ ଏକ କାର୍ଯ୍ୟକ୍ରମକୁ ଅନୁମୋଦନ କରିଛି।
– ପଶୁ ସ୍ବାସ୍ଥ୍ୟ ପାଇଁ ସରକାର ୧,୭୦୨ କୋଟି ଟଙ୍କା ଯୋଜନା ଅନୁମୋଦନ କରିଛନ୍ତି।
– ଉଦ୍ୟାନ କୃଷିର ବିକାଶ ପାଇଁ ୮୬୦ କୋଟି ଟଙ୍କା ଏବଂ କୃଷ୍ଣ ବିଜ୍ଞାନ କେନ୍ଦ୍ର ପାଇଁ ୧,୨୦୨ କୋଟି ଟଙ୍କା ଆବଣ୍ଟନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି।
– ଗୁଜରାଟରେ ଦୈନିକ ୬୩ ନିୟୁତ ଚିପ୍ସ ତିଆରି ପାଇଁ କାରଖାନା ସ୍ଥାପନ ପାଇଁ କେଏନ୍ସଙ୍କ ୩,୩୦୭ କୋଟି ଟଙ୍କା ପ୍ରସ୍ତାବକୁ ସରକାର ଅନୁମୋଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେ ମୋ ପାଖକୁ ନିଜେ ଇସ୍ତଫା ଦେବାକୁ ଆସିଥିଲେ, ପୋଲିସ କମିଶନରଙ୍କୁ ନେଇ ବଡ କଥା କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ କଥା ସାନମାକୁ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଗତ ସପ୍ତାହରେ କୋଲକାତା ପୋଲିସ କମିଶନର...

ଡାକ୍ତରଙ୍କ ଜିନ୍ସ, ଅନ୍ତବସ୍ତ୍ରକୁ ହଟାଇ ଦିଆଯାଇଥିଲା…, ଆସିଲା କୋଲକାତା ମାମଲାର ବଡ ଅପଡେଟ

ନୂଆଦିଲ୍ଲୀ,୯।୯: କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ସୋମବାର ସୁପ୍ରିମକୋର୍ଟରେ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା ଏବଂ ଅଭିଯୋଗ ମଧ୍ୟ କରାଯାଇଥିଲା।...

ଭାରତ ପାଇଁ ଖୁସି ଖବର! ରୋହିଙ୍ଗ୍ୟାଙ୍କ ପାଇଁ ବାଂଲାଦେଶ ଉଠାଇଲା…

ଢାକା/ନୂଆଦିଲ୍ଲୀ,୯।୯: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ରବିବାର ଦକ୍ଷିଣ ଏସିଆରେ ରହୁଥିବା ରୋହିଙ୍ଗ୍ୟା ମୁସଲମାନମାନଙ୍କ ପାଇଁ ଶୀଘ୍ର ଥଇଥାନ ଘୋଷଣା କରିଛନ୍ତି। ମହମ୍ମଦ ୟୁନୁସ...

ଏଏପିର ପ୍ରେସର ପଲିଟିକ୍ସରେ ଫିସିଲା କଂଗ୍ରେସ!

ଚଣ୍ଡିଗଡ଼,୯।୯: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ପାଇଁ ଆମ ଆଦମୀ ପାର୍ଟି(ଏଏପି) ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟକୁ ନେଇ ଏକ ଦ୍ୱନ୍ଦ୍ୱ ରହିଛି। ସୋମବାର ଏଏପିର ହରିୟାଣା...

ମହିଳା ଟ୍ରେନି ଡାକ୍ତର ବଳାତ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ, କହିଲେ ପୀଡ଼ିତାଙ୍କ ସମସ୍ତ…

ନୂଆଦିଲ୍ଲୀ/କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି।...

କୋଲକାତା ବଳାତ୍କାର ହତ୍ୟା ମାମଲାରେ ସିବିଆଇକୁ କେଉଁ ନୂଆ ରିପୋର୍ଟ ମାଗିଲେ କୋର୍ଟ, ଜାଣନ୍ତୁ କେତେଦିନ ମିଳିଲା ସମୟ

ନୂଆଦିଲ୍ଲୀ,୯।୯: ସୁପ୍ରିମକୋର୍ଟରେ ସୋମବାର କୋଲକାତା ମାମଲାର ଶୁଣାଣି ଚାଲିଛି। ସୁପ୍ରିମକୋର୍ଟ ନିଜ ଆଡୁ ପ୍ରଥମ ଥର ପାଇଁ ଅଗଷ୍ଟ ୨୨ରେ କୋଲକାତାର ଆର.ଜି କର ମେଡିକାଲ...

ଗିରଫ ହେବେ ମମତା! ହଠାତ୍‌ କାହିଁକି ଉଠିଲା ଏହି ଦାବି

କୋଲକାତା,୯।୯: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୩୧ବର୍ଷ ବୟସ୍କା ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ପରେ ସାରା ଦେଶରେ...

ସେ ପପୁ ନୁହଁନ୍ତି…, ପାଖରେ ବସିଥିବା ରାହୁଲଙ୍କୁ ନେଇ କାହିଁକି ଏମିତି କହିଲେ ପିଟ୍ରୋଡା

ଟେକ୍ସାସ,୯।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ସେ ତିନି ଦିନିଆ ଗସ୍ତରେ ଆମେରିକା ଯାଇଛନ୍ତି, ଯେଉଁଠାରେ ସେ ବିଭିନ୍ନ ଫୋରମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri