Posted inଜାତୀୟ

ଗଣମାଧ୍ୟମ କଣ୍ଠରୋଧକାରୀଙ୍କୁ ମୋଦି ସରକାରଙ୍କ କଡ଼ା ବିରୋଧ: ଶାହା

ନୂଆଦିଲ୍ଲୀ,୧୬।୧୧: ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। ଏହାର ସ୍ବତନ୍ତ୍ରତାରେ ବାଧା ଦେଉଥିବା ତଥା କଣ୍ଠରୋଧକାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ବିରୋଧ କରୁଛନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜାତୀୟ ପ୍ରେସ୍‌ ଦିବସ ଅବସରରେ ସୋମବାର କହିଛନ୍ତି। ଶାହା ଟୁଇଟ୍‌ କରି କହିଛନ୍ତି ଯେ, କରୋନା ମହାମାରୀ ସଙ୍କଟରେ ଗଣମାଧ୍ୟମ ଉପଯୁକ୍ତ କାର୍ଯ୍ୟ ଭାର ଗ୍ରହଣ କରିଛି। ଲୋକଙ୍କ ପାଖରେ ଠିକ ଖବର ପହଞ୍ଚି ପାରିଛି। ଲୋକତନ୍ତ୍ରକୁ ସୁଦୃଢ଼ କରିବାରେ ଗଣମାଧ୍ୟମର କାର୍ଯ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୧୯୬୬ରେ ନଭେମ୍ବର ୧୬ରେ ଭାରତୀୟ ପ୍ରେସ୍‌ ପରିଷଦ ସ୍ଥାପିତ ହୋଇଥିଲା। ସେବେଠାରୁ ପ୍ରତିବର୍ଷ ଏହି ଦିନଟିକୁ ଜାତୀୟ ପ୍ରେସ ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନଙ୍କ ସମସ୍ୟା ସମାଧାନ କର

ନୂଆଦିଲ୍ଲୀ,୩ା୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ...

୧୨୨ ବର୍ଷ ମଧ୍ୟରେ ୨୦୨୨ ଡିସେମ୍ବରରେ ସର୍ବାଧିକ ତାତି…

ନୂଆଦିଲ୍ଲୀ,୫।୧ : ଗତ ୨୦୨୨ ଡିସେମ୍ବର ୧୨୨ ବର୍ଷ ମଧ୍ୟରେ ଭାରତରେ ସବୁଠାରୁ ଉତ୍ତପ୍ତ ଥିଲା । ଡିସେମ୍ବରରେ ଦେଶର ତିନୋଟି ସର୍ବୋଚ୍ଚ ତାପମାତ୍ରା, ସର୍ବନିମ୍ନ...

ମଞ୍ଚ ଉପରେ ଚାନ୍ଦା ମାଗିଲେ ଓମପ୍ରକାଶ ରାଜଭର, ଦାତାଙ୍କର ଲାଗିଲା ଭିଡ

ସନ୍ଥକବିରନଗର,୨ ।୧୦: ଉତ୍ତର ପ୍ରଦେଶରେ ସୁହେଲଦେବ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଓମପ୍ରକାଶ ରାଜଭର ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ । ଏଥର ସେ ଖୋଲା ମଞ୍ଚରେ...

ମୋ ବାପା ବୋମା ମାଡ଼ କରିଥିଲେ, ମାତ୍ର ଏହା ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ, ଭାଜପାର ତଥ୍ୟ ଭୁଲ୍‌: ସଚିନ ପାଇଲଟଙ୍କ ଜବାବ…

ନୂଆଦିଲ୍ଲୀ,୧୬।୮ : ଭାରତୀୟ ଜନତା ପାର୍ଟି ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ କିଛି ଦିନ ପୂର୍ବରୁ କଂଗ୍ରେସ ନେତା ସଚିନ ପାଇଲଟଙ୍କ ପିତା ରାଜେଶ...

ଅନ୍‌ଲକ୍‌-୩: ମେଟ୍ରୋ-ସ୍କୁଲ୍‌ ରହିବ ବନ୍ଦ

ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ଜୁଲାଇ ୩୧ରେ ଅନ୍‌ଲକ୍‌-୨...

ବଢିଲା କଙ୍ଗନାଙ୍କ ଅଡୁଆ: କୋର୍ଟରେ ମାମଲା

ପାଟନା,୧୮ ।୧୨: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଆଜିକାଲି ନିଜ ଫିଲ୍ମ ଅପେକ୍ଷା ରାଜନୈତିକ ବୟାନ ବାଜିକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ଏମିତି କେତେଥର...

ସୁପ୍ରିମକୋର୍ଟ ବିଚାରପତିଙ୍କୁ ହୃଦ୍‌ଘାତ

ନୂଆଦିଲ୍ଲୀ,୧୭।୬(ପି.ଟି.):ହିମାଚଳପ୍ରଦେଶରେ ଥିବା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କୁ ଗୁରୁବାର ହୃଦ୍‌ଘାତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଅଣାଯାଇଛି। ଭାରତର...

ଅଗଷ୍ଟ ୧୪ ସୁଦ୍ଧା ତଦନ୍ତ ସାର

ନୂଆଦିଲ୍ଲୀ,୧୮ା୫: ଆଦାନୀ ଗ୍ରୁପ୍‌ ବିରୋଧରେ ଆଗତ ଷ୍ଟକ୍ସ ହେରଫେର ଦୁର୍ନୀତିର ତଦନ୍ତ ଶେଷ କରିବା ପାଇଁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ସୁପ୍ରିମକୋର୍ଟ...

Advertisement
Archives

Model This Week