Posted inଜାତୀୟ

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଅଦୂରଦର୍ଶୀ ଆର୍ଥିକ ନୀତି ଯୋଗୁ ଦେଶରେ ଅର୍ଥନୀତି ରୁଗ୍‌ଣ ହୋଇଯାଇଛି। କେନ୍ଦ୍ର ସରକାର ଆର୍ଥିକ ମୋର୍ଚ୍ଚାରେ ଅସଫଳ ରହିଥିବା ସ୍ବାମୀ କହିଛନ୍ତି। କିଛି ଦିନ ତଳେ ସ୍ବାମୀ ମୋଦି ସରକାରଙ୍କୁ ସମାଲୋଚନା କରି କହିଥିଲେ ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାରଙ୍କ ଦ୍ୱାରା ଦେଶର ଅର୍ଥନୀତି ଆଗେଇ ଚାଲିଥିବା ବେଳେ ମୋଦି ସରକାର ଏହାକୁ ସମ୍ପୂର୍ଣ୍ଣ ଖରାପ ସ୍ଥିତିକୁ ନେଇ ଆସିଛନ୍ତି। ଟିକାକରଣ ଏବଂ ଭାରତ ଚାଇନା ସୀମା ବିବାଦ ନେଇ ସ୍ବାମୀ ପୂର୍ବରୁ ମୋଦି ସରକାରଙ୍କୁ ଟାର୍ଗେଟ ମଧ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ଚାହୁଁଥିଲା ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ମୃତ୍ୟୁର ଯାଞ୍ଚ ହେଲେ ଅନୁମତି ଦେଲେନି ନେହେରୁ: ନଡ୍ଡା

ନୂଆଦିଲ୍ଲୀ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନ୍ୟ କର୍ମକର୍ତ୍ତାମାନେ ରବିବାର ଜନସଂଘର ସଂସ୍ଥାପକ...

ହ୍ବାଟସ୍‌ ଆପ୍‌ରେ ରାଷ୍ଟ୍ରପତିଙ୍କ ସୁରକ୍ଷା ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୫।୧୧: ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କାନପୁରରେ ଅଛନ୍ତି। ବୁଧବାର ଏହି ସହରରେ ତାଙ୍କର ଦ୍ୱିତୀୟ ଦିନ। କିନ୍ତୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ...

ବଲିଉଡ୍‌ରେ ଛାଇଲା ଶୋକର ଛାୟା

ନୂଆଦିଲ୍ଲୀ,୨୧।୧: କୋରିଓଗ୍ରାଫର-ଫିଲ୍ମ ନିର୍ମାତା ରେମୋ ଡି’ସୁଜାଙ୍କ ଶାଳକ ଜାସନ ଓ୍ବାଟକିନ୍ସ ମୃତଦେହ ମୁମ୍ବାଇର ମିଲାତ ନଗର ସ୍ଥିତ ତାଙ୍କ ବାସଭବନରୁ ମିଳିଛି। ପୋଲିସ ଅନୁଯାୟୀ, ଓ୍ବାଟକିନ୍ସଙ୍କ...

କଂଗ୍ରେସ ବିଧାୟକଙ୍କ ସମ୍ପତ୍ତି ୪୫୦ କୋଟି

ଭୋପାଳ, ୨୨।୨- ମଧ୍ୟପ୍ରଦେଶର କଂଗ୍ରେସ ବିଧାୟକ ନୀଲୟ ଡାଗାଙ୍କ ପରିବାର ମାଲିକାନରେ ଥିବା କମ୍ପାନୀ ଉପରେ ଆୟକର ଚଢ଼ାଉରୁ ୪୫୦ କୋଟି ଟଙ୍କାର ଆୟ ବହିର୍ଭୂତ...

ଦଳ ଇଚ୍ଛାରେ କାର୍ଯ୍ୟ କରିବି: ରାହୁଲ

ନୂଆଦିଲ୍ଲୀ, ୨୦।୧୨: ଦଳୀୟ ସଂଗଠନରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପାଇଁ ଚିଠି ଲେଖିଥିବା ବରିଷ୍ଠ କଂଗ୍ରେସ ନେତାମାନଙ୍କୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦୀର୍ଘ ମାସ ପରେ...

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ...

ଗିରଫ ଲଶ୍କର ଆତଙ୍କବାଦୀ ମାନିଲେ: ପାକ୍‌ ସହାୟତାରେ ଅନୁପ୍ରବେଶ କରିଥିଲେ

ଶ୍ରୀନଗର,୫ା୯: ଗତ ମାସରେ ଜମ୍ମୁ-କଶ୍ମୀର ସୀମାନ୍ତରୁ ଗିରଫ ହୋଇଥିବା ଲଶ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀ ପାକିସ୍ତାନ ସରକାରଙ୍କ ସହାୟତାରେ ଅନୁପ୍ରବେଶ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ଜମ୍ମୁ-କଶ୍ମୀରରେ...

ଟିକାକରଣ ଲାଗି ୨୦ ରୋଗ ଚିହ୍ନଟ

ନୂଆଦିଲ୍ଲୀ, ୨୮।୨: ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବିଭିନ୍ନ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କୋଭିଡ୍‌ ଟିକା ଦିଆଯିବ।...

Advertisement
Archives

Model This Week