ପୁନମ ପାଣ୍ଡେଙ୍କୁ ମୋଦି ସରକାରଙ୍କ ବଡ଼ ଉପହାର: ହୋଇ ପାରନ୍ତି ଗର୍ଭାଶୟ କର୍କଟ ଅଭିଯାନର ବ୍ରାଣ୍ଡ ଆମ୍ବାସଡ଼ର…

ନୂଆଦିଲ୍ଲୀ,୭।୨ : ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଗର୍ଭାଶୟ କର୍କଟ ଅଭିଯାନର ଚେହେରା ହୋଇପାରନ୍ତି। ଗତ କିଛି ଦିନ ହେବ ପୁନମ ପାଣ୍ଡେ ତାଙ୍କ ମୃତ୍ୟୁକୁ ନେଇ ଖବରରେ ଥିଲେ। ପିଟିଆଇ ଖବର ଅନୁଯାୟୀ ପୁଣମ ପାଣ୍ଡେ ଏବଂ ତାଙ୍କ ଟିମ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସହ ଆଲୋଚନା କରୁଛନ୍ତି। ଗର୍ଭାଶୟ କର୍କଟ ସମ୍ବନ୍ଧରେ ସରକାରଙ୍କ ଜାରି ସଚେତନତା କାର୍ଯ୍ୟକ୍ରମର ପୁନମ ବ୍ରାଣ୍ଡ ଆମ୍ବାସାଡର ହୋଇପାରନ୍ତି।

ବାସ୍ତବରେ, ଚଳିତ ମାସ ଆରମ୍ଭରେ ପୁଣମ ପାଣ୍ଡେଙ୍କ ପିଆର ଟିମ ଅଭିନେତ୍ରୀଙ୍କ ମୃତ୍ୟୁ ଖବର ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ପୋଷ୍ଟ କରିଥିଲେ। ଏହି ପୋଷ୍ଟରେ କୁହାଯାଇଥିଲା ଗର୍ଭାଶୟ କର୍କଟ କାରଣରୁ ଅଭିନେତ୍ରୀଙ୍କ ମୃତ୍ୟୁ ହୋଇଛି। ଅସୁସ୍ଥତା ଯୋଗୁ ଅଭିନେତ୍ରୀଙ୍କ ଆକସ୍ମିକ ମୃତ୍ୟୁ ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା।

କିନ୍ତୁ ପରଦିନ ଏହା ପ୍ରକାଶ ପାଇଥିଲା ଯେ ଏହି ଖବର ମିଥ୍ୟା ଏବଂ ପୁନାମ ଗର୍ଭାଶୟ କର୍କଟ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ଷ୍ଟଣ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?