ମୋଦି ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍‌: ୨୯ ପ୍ରତିଶତକୁ କମିଲା ଚାଇନା ଆପ୍‌ ବଜାର

ନୂଆଦିଲ୍ଲୀ,୧୬।୨: କରୋନା ମହାମାରୀ ସଂକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଥିଲେ। ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରାଯାଇଥିଲା। ଏହାଦ୍ୱାରା ଭାରତୀୟ ଆପ୍‌ ବଜାରରେ ଚାଇନା ଆପ୍‌ର ଚାହିଦା କମି ୨୯ ପ୍ରତିଶତରେ ସୀମିତ ରହିଛି। ୨୦୧୯ରେ ଏହା ୩୯ ପ୍ରତିଶତ ଥିଲା। ୨୦୨୦ରେ ଏହା ୩୮ ପ୍ରତିଶତରେ ପହଞ୍ଚିଥିଲା। ତେବେ ସମ୍ପ୍ରତି ଏଥିରେ ପୁଣି ୯ ପ୍ରତିଶତ ହ୍ରାସ ଘଟିଛି। ଏହା ଦ୍ୱାରା ଚାଇନା ଆପ୍‌ ବଜାରକୁ ବଡ଼ ଝଟ୍‌କା ଲାଗିଛି। ଆପ୍ସଫ୍ଲାୟର କମ୍ପାନୀ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଭାରତ ସହିତ ଆମେରିକା, ଜର୍ମାନୀ, ଇସ୍ରାଏଲ୍‌ ଏବଂ ରୁଷ୍‌ ମଧ୍ୟ ଚାଇନା ଆପ୍‌କୁ ନିଜ ନିଜ ଦେଶରେ କମାଇ ଦେଇଛନ୍ତି। ଭାରତରେ ସ୍ବଦେଶୀ ଆପ୍‌ର ଚାହିଦା ଏବେ ବଢ଼ିବାରେ ଲାଗିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। କରୋନା ମହାମାରୀ ସମୟରେ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଭାରତୀୟ ସ୍ବଦେଶୀ ଆପ୍‌ ବଜାର ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥିଲା। ଲୋକେ ଘରି ରହି ସମୟ ବିତାଇବା ପାଇଁ ଏସବୁ ଆପ୍‌ର ବ୍ୟବହାର କରିଥିବା ରିପୋର୍ଟରେ ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୫ବର୍ଷରେ ୨୫,୦୦୦ ଚାର୍ଜିଂ ପଏଣ୍ଟ

ନୂଆଦିଲ୍ଲୀ,୧୪।୧: ଭାରତର ଅଗ୍ରଣୀ ଓ ଦ୍ରୁତ ଅଭିବୃଦ୍ଧିଶୀଳ ଇଭି ଚାର୍ଜିଂ ସମାଧାନ ପ୍ରଦାନକାରୀ ଟାଟା ପାୱାର ପକ୍ଷରୁ ଇ-ଯାନ ଗ୍ରହଣୀୟତା ବଢ଼ାଇବା ଲାଗି ଆସନ୍ତା ୫...

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୭୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା...

ଭାରତର ପ୍ରଥମ ଘରୋଇ ରକେଟ୍‌ ଲଞ୍ଚ୍‌ ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୯।୧୧: ହାଇଦ୍ରାବାଦର ଘରୋଇ କମ୍ପାନୀ ସ୍କାଏରୁଟ୍‌ ଏରୋସ୍ପେସ୍‌ ପ୍ରସ୍ତୁତ ପ୍ରଥମ ରକେଟ ବିକ୍ରମ-ଏସ୍‌ ଆସନ୍ତା ୧୨ରୁ ୧୬ ତାରିଖ ମଧ୍ୟରେ ମହାକାଶକୁ ଛଡ଼ାଯିବ। ଏହି ମିଶନ୍‌ର...

ଖସୁଛି ଶେୟାର ବଜାର କାରବାର

ନୂଆଦିଲ୍ଲୀ,୩୦।୯:କ୍ରମାଗତ ୭ମ ଦିନ ହେବ ଭାରତୀୟ ଶେୟାର ବଜାରର କାରବାର ମାନ୍ଦା ସାଙ୍ଗକୁ ଫଳାଫଳ ମଧ୍ୟ ଖରାପ ରହିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସର...

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌...

ସୋନିଆଙ୍କୁ ଭେଟିଲେ ଗେହଲୋଟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ବୁଧବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପରେ ସେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ...

ବନ୍ଦ ହେଲା ଟେଲିଭିଜନ ଲାଇଭ୍‌ ଶୋ’: ୨୫ କର୍ମଚାରୀ ପଜିଟିଭ

ଚେନ୍ନାଇ,୨୧।୪: ସାରା ଦେଶରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। ଗୋଟିଏ ଦିନ ପୂର୍ବରୁ...

Advertisement
Archives

Model This Week