Posted inଜାତୀୟ

ଆସାମ ବନ୍ୟାରେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୋଦି

ଦିଶପୁର,୩।୭: ଆସାମ ବନ୍ୟାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରବର୍ଗ ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନ୍ୟାସନାଲ ରିଲିଫ୍‌ ଫଣ୍ଡ (ପିଏମ୍‌ଏନ୍‌ଆରଏଫ୍‌)ରୁ ମୃତକଙ୍କ ପରିବାରଙ୍କୁ ୨ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦେବାକୁ ମୋଦି ଘୋଷଣା କରିଛନ୍ତି। ଏନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେହିପରି ରାଜ୍ୟର ବନ୍ୟା ପରିସ୍ଥିତି ଉପରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲଙ୍କ ସହ ମୋଦି ଆଲୋଚନା କରିଛନ୍ତି। ଏଥିସହ କେନ୍ଦ୍ର ପକ୍ଷରୁ ଯଥାସମ୍ଭବ ସହାୟତା ଯୋଗାଇ ଦିଆଯିବ ବୋଲି ମୋଦି ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମିତଙ୍କ ହେବ ଜିନୋମ୍‌ ସିକ୍ୱେନ୍ସିଂ

ନୂଆଦିଲ୍ଲୀ, ୩୦।୧୨: ଡିସେମ୍ବର ୯ରୁ ୨୨ ମଧ୍ୟରେ ଭାରତ ଫେରିଥିବା ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀ, ଯେଉଁମାନଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି ସେମାନଙ୍କର ଜିନୋମ୍‌ ସିକ୍ୱେନ୍ସିଂ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ବିଧାୟକ ଦେବେନ୍ଦ୍ର ଯାଦବଙ୍କ ୭୩ ବର୍ଷୀୟ ମା’

ନୂଆଦିଲ୍ଲୀ,୧୬।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ଜାରି ରହିଛି। ସୋମବାର ଛତିଶଗଡର ଭିଲାଇ ନଗରରୁ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଯାଦବଙ୍କ...

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି...

ସୀମାରେ ଡ୍ରୋନ୍‌ ଦ୍ୱାରା ନିଶା କାରବାର, ୧୫ କୋଟି ଟଙ୍କାର ହେରୋଇନ ଜବତ…

ଶ୍ରୀଗଙ୍ଗାନଗର, ୭।୬ : ଇଣ୍ଡୋ-ପାକ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନର ଘୃଣ୍ୟ କାର୍ଯ୍ୟ ବନ୍ଦ ହେବାର ନା ଧରୁନି। ଭାରତ-ପାକ ସୀମାରେ ଥିବା ଶ୍ରୀଗଙ୍ଗନଗର ଜିଲାରେ ସାଢ଼େ...

କ୍ୟାପଟେନ୍‌ଙ୍କ ହାତରେ ବଲ ଧରାଇଲା ଭାଜପା…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ବିଦାୟୀ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଭାଜପା ପକ୍ଷରୁ କ୍ୟାପଟେନ୍‌ଙ୍କ ହାତରେ ବଲ୍‌ ଧରାଇ ଦିଆଯାଇଛି...

କରୋନା ଭାଇରସ: ସିଲ୍‌ ହେଲା ସିଆର୍‌ପିଏଫ୍‌ ମୁଖ୍ୟାଳୟ

ନୂଆଦିଲ୍ଲୀ,୩।୫: ରାଜଧାନୀ ଦିଲ୍ଲୀରେ ଥିବା ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର ଜଣେ ଅଧିକାରୀଙ୍କ ଘରୋଇ ସଚିବ କରୋନା ସଂକ୍ରମିତ ହେବା ପରେ ଏବେ ସିଆର୍‌ପିଏଫ୍‌ର ମୁଖ୍ୟାଳୟକୁ...

ତମ୍ବୁ ବିବାଦରୁ ୬ ଘଣ୍ଟା ସଂଘର୍ଷ

ନୂଆଦିଲ୍ଲୀ,୧୮ା୬: ଗଲଓ୍ବାନ ନଦୀ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ ୧୪ରେ ଏକ ଟେଣ୍ଟ ବା ତମ୍ବୁକୁ ନେଇ ବିବାଦର ସୂତ୍ରପାତ ହୋଇଥିଲା। ଚାହୁଁ ଚାହୁଁ ଏହା ରକ୍ତାକ୍ତ...

ରୋଲେକ୍ସ ଘଣ୍ଟା ପାଇଁ ଅଟକିଲା ବିମାନବନ୍ଦରର ଚେକିଂ

ନୂଆଦିଲ୍ଲୀ,୩୦।୧୨: ବେଙ୍ଗାଲୁରୁର କେମ୍‌ପେଗୌଡ଼ା ବିମାନ ବନ୍ଦରରେ ସୁରକ୍ଷା ଯାଞ୍ଚ ପ୍ରକ୍ରିୟାରେ ବାଧକ ସାଜିଥିଲେ ଜଣେ ଯାତ୍ରୀ। ବାଧ୍ୟତାମୂଳକ ସୁରକ୍ଷା ଯାଞ୍ଚ ବେଳେ ଉକ୍ତ ଯାତ୍ରୀ ୪୦...

Advertisement
Archives

Model This Week