ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍ଟାଲି ବେନେଟଙ୍କୁ ଅଭିନନ୍ଦନ। ଆସନ୍ତା ବର୍ଷ ଆମର କୂଟନୈତିକ ସମ୍ପର୍କକୁ ନବୀକରଣ କରିବାର ୩୦ ବର୍ଷ ପୂରଣ କରୁଛୁ ଏବଂ ମୁଁ ଏହି ଅବସରରେ ଆପଣଙ୍କୁ ଭେଟିବାକୁ ଏବଂ ଦୁଇ ଦେଶ ମଧ୍ୟରେ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବାକୁ ଅପେକ୍ଷା କରିଛି।
ରବିବାର ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ୧୨ ବର୍ଷ ଧରି ପ୍ରଧାନମନ୍ତ୍ରୀ ପଦରେ ରହିଥିବା ବେଞ୍ଜାମିନ ନେତାନ୍ୟାହୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ପ୍ରଶଂସା କରିବା ସହ ଭାରତ-ଇସ୍ରାଏଲ ରଣନୀତିକ ଭାଗିଦାରୀ ଉପରେ ବ୍ୟକ୍ତିଗତ ଭାବେ ଧ୍ୟାନ ଦେଇଥିବାରୁ ତାଙ୍କ ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି।
ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା
ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…
ପୁଶିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ
ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…
ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…
ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…
ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ
ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…
କଲ୍ୟାଣସିଂହପୁର ବ୍ଲକ୍ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ
କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…
ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…
ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…
ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…
ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…
ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…
ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…
Archives

