Posted inଜାତୀୟ

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍‌ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍‌ଟାଲି ବେନେଟଙ୍କୁ ଅଭିନନ୍ଦନ। ଆସନ୍ତା ବର୍ଷ ଆମର କୂଟନୈତିକ ସମ୍ପର୍କକୁ ନବୀକରଣ କରିବାର ୩୦ ବର୍ଷ ପୂରଣ କରୁଛୁ ଏବଂ ମୁଁ ଏହି ଅବସରରେ ଆପଣଙ୍କୁ ଭେଟିବାକୁ ଏବଂ ଦୁଇ ଦେଶ ମଧ୍ୟରେ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବାକୁ ଅପେକ୍ଷା କରିଛି।
ରବିବାର ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ୧୨ ବର୍ଷ ଧରି ପ୍ରଧାନମନ୍ତ୍ରୀ ପଦରେ ରହିଥିବା ବେଞ୍ଜାମିନ ନେତାନ୍ୟାହୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ପ୍ରଶଂସା କରିବା ସହ ଭାରତ-ଇସ୍ରାଏଲ ରଣନୀତିକ ଭାଗିଦାରୀ ଉପରେ ବ୍ୟକ୍ତିଗତ ଭାବେ ଧ୍ୟାନ ଦେଇଥିବାରୁ ତାଙ୍କ ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳବାୟୁ ପରିବର୍ତ୍ତନ ଭାରତୀୟ ଶିଶୁଙ୍କୁ ଅଧିକ ପ୍ରଭାବିତ କରିବ: ରିପୋର୍ଟ

ନୂଆଦିଲ୍ଲୀ,୧୪।୧୧: ଜଳବାୟୁ ପରିବର୍ତ୍ତନ ଆଗାମୀ ଦିନରେ ଭାରତୀୟ ଶିଶୁଙ୍କୁ ଅଧିକ ପ୍ରଭାବିତ କରିବ। ଏନେଇ ଲାନସେଟ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ସମ୍ପ୍ରତି ଭାରତୀୟ...

ବେଙ୍ଗାଲୁରୁ ବୈଠକରେ ଭାଜପାକୁ ପରାସ୍ତ କରିବା ଲାଗି ହେବ ରଣନୀତି

ନୂଆଦିଲ୍ଲୀ,୧୬ା୭: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାକୁ ରୋକବା ପାଇଁ ବିରୋଧୀ ଦଳଗୁଡ଼ିକର ଦ୍ୱିତୀୟ ବୈଠକ ସୋମବାରଠାରୁ ଦୁଇ ଦିନ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ। ବୈଠକରେ ଆମ୍‌...

ଦ୍ରୌପଦୀ ମୁର୍ମୁଙ୍କ ମାଧ୍ୟମରେ ୧୩ ରାଜ୍ୟର ୧୨ କୋଟିରୁ ଅଧିକ ଭୋଟରଙ୍କ ଉପରେ ଭାଜପାର ଲକ୍ଷ୍ୟ…

ନୂଆଦିଲ୍ଲୀ, ୨୩।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଛି। ଏହା ପଛରେ ଦେଶର ୧୩ ଟି ରାଜ୍ୟର ୧୨...

ହାଇକୋର୍ଟ ଗଲେ ରକୁଲ

ନୂଆଦିଲ୍ଲୀ, ୧୭ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଏବେ କେତେଜଣ ସେଲିବ୍ରିଟି...

ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୦।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟୁଇଟ୍‌...

ବଦଳିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାଞ୍ଚା

ନୂଆଦିଲ୍ଲୀ,୧ା୨(ଆଇଏଏନ୍‌ଏସ୍‌): ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ)ର ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏଥିରେ ଢାଞ୍ଚାଗତ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ମନ୍ତ୍ରଣାଳୟ...

ବର୍ଷା ବିତ୍ପାତ: ୧୨ ମୃତ

ଜୟପୁର, ୨୭ା୫(ପି.ଟି.): ରାଜସ୍ଥାନର ଟୋଙ୍କ ଜିଲାରେ ବର୍ଷା ବିତ୍ପାତରେ ୧୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି...

ଟ୍ରିପଲ୍‌-ମ୍ୟୁଟାଣ୍ଟ ଚିନ୍ତାଜନକ

କୋଲକାତା, ୨୩ା୪: ପଶ୍ଚିମବଙ୍ଗରେ କରୋନା ଭୂତାଣୁର ନୂଆ ରୂପ (ଟ୍ରିପଲ୍‌ ମ୍ୟୁଟାଣ୍ଟ ଷ୍ଟ୍ରେନ୍‌) ମିଳିବା ପରେ ଏହା ଚିନ୍ତା ବଢ଼ାଇଛି। ଡବଲ୍‌ ମ୍ୟୁଟାଣ୍ଟ (ବି.୧.୬୧୭) ପରେ...

Advertisement
Archives

Model This Week