ଭାରତ-ରୁଷିଆ ସମ୍ପର୍କର ଗ୍ୟାରେଣ୍ଟର ମୋଦି: ପୁଟିନ…

ମସ୍କୋ,୯।୧୨: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ରାଷ୍ଟ୍ରପତି ପୁଟିନ ତାଙ୍କ ନୀତି ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ମୋଦିଙ୍କୁ ରୁଷିଆ-ଭାରତ ସମ୍ପର୍କର ମୁଖ୍ୟ ଗ୍ୟାରେଣ୍ଟର ବୋଲି ବର୍ଣ୍ଣନା କରିଛନ୍ତି।

ଭାରତର ଜାତୀୟ ସ୍ବାର୍ଥ ରକ୍ଷା ପାଇଁ ସେ ମୋଦିଙ୍କୁ ପ୍ରଶଂସା କରିଥିଲେ। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଗ୍ରହଣ କରିଥିବା ନୀତି ହେଉଛି ମୁଖ୍ୟ ଗ୍ୟାରେଣ୍ଟର। ଯାହାଦ୍ୱାରା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ଧୀରେ ଧୀରେ ବିକାଶ ହେଉଛି ।

ରୁଷିଆ କଲିଂ କାର୍ଯ୍ୟକ୍ରମ ସମୟରେ ପୁଟିନ ଏହି ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ମୋଦିଙ୍କୁ ଭୟଭୀତ, ଧମକ ଦିଆଯାଇପାରିବ ନାହିଁ କିମ୍ବା କୌଣସି କାର୍ଯ୍ୟ, ପଦକ୍ଷେପ, ନିଷ୍ପତ୍ତି କରିବାକୁ ବାଧ୍ୟ କରାଯାଇପାରିବ ନାହିଁ, ଯାହା ଭାରତ ଏବଂ ଭାରତୀୟଙ୍କ ଜାତୀୟ ସ୍ବାର୍ଥ ବିରୁଦ୍ଧ ଅଟେ। ସେ କହିଛନ୍ତି ରୁଷିଆ ଏବଂ ଭାରତ ମଧ୍ୟରେ ସମ୍ପର୍କ ସବୁ କ୍ଷେତ୍ରରେ ବିକଶିତ ହେଉଛି।

ସେ ଆହୁରି ମଧ୍ୟ କହିଛନ୍ତି ମୁଁ ବାହାରୁ କ’ଣ ଘଟୁଛି ଦେଖୁଛି ଏବଂ ଖୋଲାଖୋଲି ଭାବେ ଭାରତର ଜାତୀୟ ସ୍ବାର୍ଥ ରକ୍ଷା ପାଇଁ ସେମାନଙ୍କ କଠୋର ଆଭିମୁଖ୍ୟ ମୋତେ ଆଶ୍ଚର୍ଯ୍ୟ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri