ରୋହିତ ଶର୍ମାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ…

ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍‌ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିଛି। ଟିମ୍‌ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍‌ରୁ ଘରକୁ ଫେରିଛି। ଦିଲ୍ଲୀ ବିମାନବନ୍ଦରରେ ଟିମ୍‌ ଇଣ୍ଡିଆକୁ ସ୍ବାଗତ କରାଯାଇଥିଲା।

इससे पहले पीएम मोदी ने फाइनल जीतने के बाद टीम इंडिया से फोन पर बात की थी. इस दौरान पीएम मोदी ने वर्ल्ड कप में रोहित शर्मा की कप्तानी की तारीफ की थी.

ଟି-୨୦ ବିଶ୍ୱକପ୍‌ ଜିତିଥିବା ଭାରତୀୟ କ୍ରିକେଟ ଦଳ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଯେତେବେଳେ ରୋହିତ ଶର୍ମା-ରାହୁଲ ଦ୍ରାବିଡ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ୱକପ୍‌ ଦେଇଥିଲେ ସେତେବେଳେ ମୋଦିଙ୍କ ମୁହଁରେ ଅନ୍ତରରୁ ହସ ଫୁଟି ଉଠିଥିଲା। ଯାହାର ଝଲକ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

पीएम मोदी ने एक-एक कर खिलाड़ियों से बात की और उनके वर्ल्ड कप में प्रदर्शन के लिए बधाई दी.

ଜୁନ୍‌ ୨୯ରେ ବାର୍ବୋଡୋସ୍‌ରେ ଟି -୨୦ ବିଶ୍ୱକପ୍‌ ଜିତିଥିଲା ଭାରତୀୟ କ୍ରିକେଟ୍‌ ଟିମ୍‌। ପ୍ରଧାନମନ୍ତ୍ରୀଙ୍କୁ ଆଜି ଇଣ୍ଡିଆ ଟିମ୍‌ ଲୋକ କଲ୍ୟାଣ ମାର୍ଗରେ ଭେଟିଥିଲା। ମୋଦିଜଣଙ୍କ ପରେ ଜଣଙ୍କ ସହ କଥା ହୋଇ ବିଶ୍ୱକପ୍‌ରେ ପ୍ରଦର୍ଶନ ପାଇଁ ସମସ୍ତ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

पीएम मोदी ने ट्वीट कर वर्ल्ड कप में बुमराह की गेंदबाजी की भी तारीफ की थी. इतना ही नहीं पीएम ने सूर्य कुमार यादव द्वारा अफ्रीका खिलाड़ी डेविड मिलर का शानदार कैच लेने पर उनकी तारीफ की थी.

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଫାଇନାଲ ଜିତିବା ପରେ ଫୋନ୍‌ରେ ଟିମ ଇଣ୍ଡିଆ ସହ କଥା ହୋଇଥିଲେ। ଏହି ସମୟରେ ମୋଦି ବିଶ୍ୱକପ୍‌ରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱକୁ ପ୍ରଶଂସା କରିଥିଲେ।

भारतीय क्रिकेट टीम ने फाइनल में दक्षिण अफ्रीका को हराकर टी-20 वर्ल्ड कप खिताब जीता. टीम इंडिया बारबाडोस से गुरुवार को ही वतन लौटी है. टीम इंडिया का दिल्ली एयरपोर्ट पर जोरदार स्वागत हुआ.

ପ୍ରଧାନମନ୍ତ୍ରୀ ମଧ୍ୟ ଟୁଇଟ୍‌ କରି ବିଶ୍ୱକପ୍‌ରେ ବୁମରାଙ୍କ ବୋଲିଂକୁ ପ୍ରଶଂସା କରିଥିଲେ। କେବଳ ଏତିକି ନୁହେଁ, ଆଫ୍ରିକୀୟ ଖେଳାଳି ଡେଭିଡ ମିଲରଙ୍କ ଚମତ୍କାର କ୍ୟାଚ୍‌ ଧରିବା ପାଇଁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ କୁମାର ଯାଦବଙ୍କୁ ପ୍ରଶଂସା ବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri