Posted inଜାତୀୟ

ମୋଦି କଂଗ୍ରେସ ନାମ ନେଇ ନାହାନ୍ତି, ଏହା ଶିବରାଜ ସରକାରଙ୍କ ପାଇଁ ଉଦ୍ଧିଷ୍ଟ: କମଲନାଥ…

ଭୋପାଳ,୨୮।୬ : ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ସେ ପ୍ରତ୍ୟେକ ସ୍କାମର ତଥା ଚୋର ଡକାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନର ଗ୍ୟାରେଣ୍ଟି ଦେଉଛନ୍ତି। କଂଗ୍ରେସର ନାମ ନ ନେଇ ସେ ବିରୋଧୀ ଦଳଙ୍କୁ କଡ଼ା ସମାଲୋଚନା କରିଥିଲେ। ଏହାକୁ ନେଇ କଂଗ୍ରେସ ରାଜ୍ୟ ସଭାପତି କମଲନାଥ କହିଛନ୍ତି ମୋଦି କଂଗ୍ରେସର ନାମ ନେଇ ନାହାଁନ୍ତି। ତାଙ୍କର ସୂଚନା ହୁଏତ ଶିବରାଜ ସିଂ ଚୌହାନଙ୍କ ସରକାରଙ୍କ ପାଇଁ ଉଦ୍ଧିଷ୍ଟ ହୋଇ ଥାଇପାରେ।

ପ୍ରଧାନମନ୍ତ୍ରୀ ସ୍କାମର ଏବଂ ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଶ୍ଚିତ କରିଛନ୍ତି, କିନ୍ତୁ ସେ କଂଗ୍ରେସର ନାମ ନେଇନାହାଁନ୍ତି। ଏହାର ଅର୍ଥ ସେ ହୁଏତ ଶିବରାଜ ସିଂ ଚୌହାନଙ୍କ ବିଷୟରେ ସୂଚନା ଦେଉଛନ୍ତି। ଅନ୍ୟପକ୍ଷରେ ୟୁନିଫମ ସିଭିଲ କୋଡ ସମ୍ପର୍କରେ କମଲନାଥ କହିଛନ୍ତି ଆଜି ସାଧାରଣ ଜନତାଙ୍କ ସମସ୍ୟା ହେଉଛି ମୁଦ୍ରାସ୍ଫୀତି, ଦୁର୍ନୀତି, ବେକାରୀ, କୃଷକଙ୍କ ସମସ୍ୟା। ଏଗୁଡ଼ିକ ଆଜି ସର୍ବସାଧାରଣ ପ୍ରସଙ୍ଗ। ୟୁସିସି କେତେ ଲୋକ ବୁଝନ୍ତି।

ଅନ୍ୟପକ୍ଷରେ, ୨୦୨୪ ରେ ପୁନର୍ବାର ଭାଜପା ସରକାର ଗଠନ ହେଉଛି, ଯେଉଁ କାରଣରୁ ବିରୋଧୀ ଦଳ ଭୟଭୀତ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ନେଇ କମଲନାଥ କହିଛନ୍ତି, କେହି ଆତଙ୍କିତ ନୁହଁନ୍ତି ଏବଂ ଭାରତୀୟ ଜନତା ପାର୍ଟି ନିର୍ବୋଧ ପରି କଥା କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?