ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ଡ. ସମ୍ବିତ ପାତ୍ର ଉପସ୍ଥିତ ରହିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

ସେ ପୁରୀ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।  ତାଙ୍କର ଏକ ଝଲକ ପାଇବାକୁ ବଡ଼ଦାଣ୍ଡରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଏହି ଅବସରରେ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହାପରେ ସେ ଅନୁଗୋଳ ଏବଂ କଟକଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ। ଏହାପରେ ସେ ଫେରିଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ବ୍ୟକ୍ତିଙ୍କ ଉପରେ ଚଢିଗଲା ଟ୍ରକ୍‌, ଘଟଣାସ୍ଥଳରେ…

ବାଣପୁର,୨୫।୩ (ଦିଲ୍ଲୀପ କୁମାର ସ୍ବାଇଁ ): ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍‌ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ। ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ…

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି।…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri