ବାରାଣସୀରେ ମୋଦି ଆଗରେ

ବାରାଣସୀ,୪ା୬: ଉତ୍ତରପ୍ରଦେଶର ୮୦ଟି ଲୋକ ସଭା ଆସନରେ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ସର୍ବପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣନାରେ ଭାଜପା ଆଗୁଆ ରହିଛି। ତେବେ ପୋଷ୍ଟାଲ ବାଲଟ ପରେ ଇଭିଏମ୍‌ର ଭୋଟ୍‌ ବର୍ତ୍ତମାନଠାରୁ କିଛି ସମୟ ଗଣାଯିବ। ଧୀରେ ଧୀରେ ସମସ୍ତ ଆସନରୁ ଟ୍ରେଣ୍ଡ ଆରମ୍ଭ କରିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଆସନରେ ଆଗରେ ଅଛନ୍ତି। ସେହିପରି ଉତ୍ତରପ୍ରଦେଶର ଚାନ୍ଦୁଲି ଲୋକ ସଭା ଆସନରୁ ପୋଷ୍ଟାଲ ବାଲଟ ଗଣନାରେ ଭାଜପାର ମହେନ୍ଦ୍ର ନାଥ ପାଣ୍ଡେ ଆଗରେ ଅଛନ୍ତି। ଗାଜିଆବାଦରୁ ଭାଜପା ପ୍ରାର୍ଥୀ ଆଗୁଆ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri