Posted inଜାତୀୟ

ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଳନୀ ଉଦ୍‌ଘାଟନ କଲେ ମୋଦି

ଲକ୍ଷ୍ନୌ,୧୦।୨: ତିନି ଦିନିଆ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍‌ ଆଜିଠାରୁ ୟୁପିରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ରାଜ୍ୟପାଳ ଆନନ୍ଦିବନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ ଥିଲେ।
ଏହି ଶିଖର ସମ୍ମିଳନୀରେ ପ୍ରାୟ ୨୫ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିନିଯୋଗ ଚୁକ୍ତିନାମା ସ୍ବାକ୍ଷରିତ ହେବ ବୋଲି ଆଶା କରାଯାଉଛି। ଏହା ଦୁଇ କୋଟି ରୋଜଗାରର ସୁଯୋଗ ସୃଷ୍ଟି କରିବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?