ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ଉଦ୍‌ଘାଟନ କଲେ ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସିଛନ୍ତି। ସେଠାରେ ସେ ବସନ୍ତପୁରଠାରେ ନୂତନଭାବେ ନିର୍ମିତ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତିି।ଏହା ସହ ଅନ୍ୟ ୧୮ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି ମୋଦି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡ଼ୁ ଏବଂ ରାଜ୍ୟପାଳ ରଘୁବାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?