Posted inଜାତୀୟ

ଆନ୍ଦୋଳନ ନାଁରେ ଦେଶର ଭିତ୍ତିଭୂମି ନଷ୍ଟ କରିବା ଜାତୀୟ ଦାୟିତ୍ୱ ନୁହେଁ: ମୋଦି

ପ୍ରୟାଗରାଜ,୨୯ ।୧୨: ମାଲଗାଡ଼ି ଚଳାଚଳ ପାଇଁ ତିଆରି ହୋଇଥିବା ଇଷ୍ଟର୍ଣ୍ଣ ଡେଡିକେଟେଡ ଫ୍ରେଟ କରିଡର(ଇଡିଏଫ୍‌ସି)ର ପ୍ରୟାଗରାଜ ସ୍ଥିତ କଣ୍ଟ୍ରୋଲ ରୁମ ଓ ଲୁଧିଆନାରୁ ପଶ୍ଚିମବଙ୍ଗ ସ୍ଥିତ ଦାନକୁନି ଷ୍ଟେଶନ ପର୍ଯ୍ୟନ୍ତ ୧୮୭୫ କିଲୋମିଟର ଇଡିଏଫ୍‌ସି ଟ୍ରାକ ଉପରେ ଏବେ ଟ୍ରେନ୍ ଚଳାଚଳ କରିବ । ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଆଜିର ଦିନ ଇଣ୍ଡିଆନ୍ ରେଲୱେର ଗୌରବଶାଳୀ ଅତୀତର ୨୧ ଦଶକର ନୂଆ ପରିଚୟ ହେବ । ସ୍ୱାଧିନତା ପରେ ଏହା ସବୁଠାରୁ ବଡ ଓ ଆଧୁନିକ ରେଲ ଇନଫ୍ରାଷ୍ଟ୍ରକଚର ପ୍ରୋଜେକ୍ଟ ଭାବେ ନଜର ଆସିଛି । ଯେତେବେଳେ ଏହି ଟ୍ରାକ୍ ଉପରେ ମାଲଗାଡି ଦୌଡିଥିଲା ସେତେବେଳେ ନୂଆ ଭାରତ ଓ ଆତ୍ମନିର୍ଭର ଭାରତର ସ୍ୱର ସ୍ପଷ୍ଟ ଭାବେ ଶୁଣିବାକୁ ମିଳୁଥିଲା । ପ୍ରୟାଗରାଜରେ ଥିବା ଅପରେଶନ କଣ୍ଟ୍ରାଲ ସେଣ୍ଟର ମଧ୍ୟ ନୂତନ ଭାରତର ନୂତନ ଶକ୍ତିର ପ୍ରତୀକ । ମୋଦି କହିଛନ୍ତି ଆଜି ଦେଶ ଯେତେବେଳେ ବିଶ୍ୱର ବଡ ଆର୍ଥିତ ଶକ୍ତି ଆଡକୁ ମୁହାଁଉଛି ସେତେବେଳେ ଏହି କନେକ୍ଟିଭିଟି ଦେଶର ପ୍ରାଥମିକତା ।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri