Posted inଜାତୀୟ

ମୋଦି ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ, ଚାଇନାର ନାମ ନେବାକୁ ଭୟ କରୁଛନ୍ତି: ଓଓ୍ବାଇସି

ନୂଆଦିଲ୍ଲୀ, ୨୦।୧: ଅରୁଣାଚଳ ପ୍ରଦେଶରେ ଚାଇନା ୧୦୦ ଘର ବିଶିଷ୍ଟ ଏକ ଗାଁ ନିର୍ମାଣ କରିଛି। ଏନେଇ ଖବର ପ୍ରକାଶ ପାଇବା ପରେ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ମୋଦିଙ୍କୁ ଟାର୍ଗେଟ୍‌ କରି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ୍‌ ଓଓ୍ବାଇସି କହିଛନ୍ତି ଯେ, ମୋଦି ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ। ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ ନେଇ ମୋଦି ଚାଇନାର ନାମ ନେବାକୁ ଭୟ କରୁଥିବା ଓଓ୍ବାଇସି କହିଛନ୍ତି। ଓଓ୍ବାଇସିଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଇଗ୍ରେଶନ କମିଶନ ଗଠନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୬ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ କାମଧନ୍ଦା ହରାଇ ୨୩ ଲକ୍ଷ ପ୍ରବାସୀ ଶ୍ରମିକ ଉତ୍ତରପ୍ରଦେଶ ଫେରିଲେଣି। ଏବେ ସେମାନଙ୍କୁ ନିଯୁକ୍ତି...

ମୋଦିଙ୍କୁ ଚିଠି ଲେଖିଲେ ମନମୋହନ

ନୂଆଦିଲ୍ଲୀ,୧୮।୪: ସମଗ୍ର ଦେଶରେ କରୋନା କାୟା ବିସ୍ତାର କରିଛି। ପ୍ରତିଦିନ ନୂଆ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ପରିସ୍ଥିତି ଏପରି ହୋଇଛି ଯେ, ଡାକ୍ତରଖାନା ଗୁଡ଼ିକରେ...

ଅନ୍ତିମ ସଂସ୍କାର ପାଇଁ ବୃଦ୍ଧାଙ୍କ ମୃତଦେହକୁ କାନ୍ଧରେ ବୋହିଲେ ବୋହୂ ଓ ଝିଅ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ବାରାଣାସୀ,୧୯।୯: ଜଣେ ୭୫ ବର୍ଷ ବୟସ୍କା ବୃଦ୍ଧାଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାରରେ ପରିବାରର ବୋହୂ ଓ ଝିଅ ମାନେ ମିଳିମିଶି ମୃତଦେହକୁ କାନ୍ଧରେ ଶ୍ମଶାନକୁ...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ...

୨ ବର୍ଷରେ ଭାଜପା ପାଇଛି ୯୧୫ କୋଟି

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଭାଜପା ୨୦୧୬ରୁ ୨୦୧୮ ମଧ୍ୟରେ ୧୫ ଶହ ଶିଳ୍ପ ଜଗତରୁ ୯୧୫ କୋଟିରୁ ଅଧିକ ଟଙ୍କା ଚାନ୍ଦା ଆକାରରେ ପାଇଛି। ଏହି ସମୟ...

ଚାଇନା ରାଷ୍ଟ୍ରପତିଙ୍କୁ ଭେଟିବେ ମୋଦି, ସୀମା ବିବାଦକୁ ନେଇ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩ ।୯: ଗତ ପ୍ରାୟ ୩ ବର୍ଷ ହେବ ଭାରତ-ଚାଇନା ସମ୍ପର୍କରେ ଖୁୂବ୍ ତିକ୍ତତା ଦେଖିବାକୁ ମିଳିଛି । ହେଲେ ଏବେ ଏହି ସମ୍ପର୍କକୁ ଠିକ୍...

ଏଥର ଜନ୍ମଦିନ ପାଳିବେ ନାହିଁ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯।୬: ବିହାରରେ ମସ୍ତିଷ୍କ ଜ୍ୱରରେ ୧୩୦ ଶିଶୁ ମୃତ୍ୟୁବରଣ କଲେଣି। କେବଳ ବିହାରରେ ନୁହେଁ, ଏହି ଘଟଣାରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି।...

କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର

ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ...

Advertisement
Archives

Model This Week