Posted inଜାତୀୟ

ଟିଭିରେ ହେଉଛି ମୋଦିଙ୍କ ପ୍ରଚାର: ରାହୁଲ…

ଶିଲଂ,୨୨।୨ : କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ବୁଧବାର ଶିଲଂରେ ଭାଜପା ଏବଂ ଟିଏମସିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆପଣ ଟିଏମସିର ଇତିହାସ ଜାଣିଛନ୍ତି, ଆପଣ ପଶ୍ଚିମବଙ୍ଗର ହିଂସା ମଧ୍ୟ ଜାଣିଛନ୍ତି। ଆପଣ ତାଙ୍କ ପରମ୍ପରା ବିଷୟରେ ଅବଗତ ଅଛନ୍ତି, ସେମାନେ ଗୋଆ ଯାଇ ବିପୁଳ ପରିମାଣର ଖର୍ଚ୍ଚ କରିଥିଲେ କାରଣ ତାଙ୍କର ଉଦ୍ଦେଶ୍ୟ ଥିଲା ଭାଜପାକୁ ସାହାଯ୍ୟ କରିବା। ମେଘାଳୟରେ ମଧ୍ୟ ଟିଏମସିର ଲକ୍ଷ୍ୟ ହେଉଛି ଭାଜପାକୁ କ୍ଷମତାକୁ ଆଣିବା।

ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ୟବସାୟୀ ଗୌତମ ଆଦାନୀଙ୍କୁ ମଧ୍ୟ କଡ଼ା ସମାଲୋଚନା କରିିଛନ୍ତି। ଆଦାନୀଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିଲି। ସଂସଦରେ ଏକ ଫଟୋ ମଧ୍ୟ ଦେଖାଇଥିଲି ଯେଉଁଥିରେ ଆଦାନୀ ଏବଂ ପିଏମ ମୋଦି ବିମାନରେ ବସିଛନ୍ତି।ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ମୋର ଗୋଟିଏ ପ୍ରଶ୍ନର ଉତ୍ତର ଦେଇନାହାଁନ୍ତି।

ମୋଦି ମୋତେ ଏକ ପ୍ରଶ୍ନ ପଚାରିଥିଲେ ଯେ ମୋର ନାମ ଗାନ୍ଧୀ, ନେହେରୁ କାହିଁକି ନୁହେଁ? ମୁଁ ସଂସଦରେ ଏକ ଉତ୍ତର ଦେଇଥିଲି ।
ଆପଣ ଦେଖିଥିବେ ଯେ ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଷଣ ଦିଅନ୍ତି, ସେତେବେଳେ ଏହା ସମସ୍ତ ଟିଭିରେ ପ୍ରଚାର ଭଳି ପ୍ରସାର କରାଯାଇଥାଏ। କିନ୍ତୁ ମୋର ଭାଷଣ କେଉଁଠାରେ ଆପଣ ଦେଖି ପାରିବେ ନାହିଁ।

ମୋର ଭାଷଣ ଗଣମାଧ୍ୟମରେ ଦୃଶ୍ୟମାନ ହେଉନାହିଁ ,କାରଣ ଗଣମାଧ୍ୟମ ଦୁଇରୁ ତିନି ବଡ ଶିଳ୍ପପତିଙ୍କ ଦ୍ୱାରା ନିୟନ୍ତ୍ରିତ ହେଇଛି। ସେମାନଙ୍କର ପିଏମ ମୋଦିଙ୍କ ସହ ଲିଙ୍କ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri