ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌ ଟୁ ବ୍ୟାକ୍‌ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ । ସେ ତାଙ୍କ ସୋସିଆଲ ମିଡିଆରେ ସୂଚନା ଦେଇ କହିଛନ୍ତି, ଆସନ୍ତା ୫ ତାରିଖ ରାତି ୭ଟା ସମୟରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

କେବଳ ମୋଦି ନୁହଁନ୍ତି, ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫, ଦୁଇଦିନ ଓଡିଶାରେ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ତାଙ୍କ ପଛକୁ ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏହି ସମୟରେ ସେ ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ଆଲୋଚନା କରିବେ । କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?