Posted inଜାତୀୟ

କେବଳ ମାର୍କେଟିଂ କରିବାକୁ ବସିଛନ୍ତି ମୋଦି: ଜୟରାମ ରମେଶ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂଆ ନାରା ‘ମୋ ଦେଶ ମୋର ପରିବାର’କୁ ନେଇ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ଏମ୍‌ପି ଜୟରାମ ରମେଶ। ସେ କହିଛନ୍ତି କହିଛନ୍ତି, ଆମର ମଧ୍ୟ ପ୍ରାଥମିକତା ଦେଶର ଲୋକ। ମୁଦ୍ରାସ୍ଫୀତି, ବେକାରୀ, ଅର୍ଥନୈତିକ ଅସ୍ଥିରତା ବିରୋଧରେ ମଧ୍ୟ ଆମେ ଦେଶବାସୀଙ୍କ ସ୍ବର ଉତ୍ତୋଳନ କରୁଛୁ। ଯଦି ୧୪୦ କୋଟି ଭାରତୀୟ ତାଙ୍କର (ପିଏମ ମୋଦିଙ୍କ) ପରିବାର ତେବେ ସେ ଲୋକମାନଙ୍କ ସହ କାହିଁକି ବିଶ୍ୱାସଘାତକତା ଏବଂ ସେମାନଙ୍କ ପ୍ରତି ଅନ୍ୟାୟ କଲେ।
ଜୟରାମ ରମେଶ ଏହା ମଧ୍ୟ କହିଛନ୍ତି, ଗତ ୧୦ ବର୍ଷ ତାଙ୍କ ପରିବାର ପାଇଁ ଏକ ଅନ୍ୟାୟ ସମୟ ଅଟେ। ସେ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ବ୍ୟକ୍ତି କିନ୍ତୁ ତାଙ୍କର ବ୍ୟକ୍ତିତ୍ୱ ଏବଂ କାର୍ଯ୍ୟ କରିବାର ପଦ୍ଧତି ଅନ୍ୟାୟ ଅଟେ। ସେ କେବଳ ମାର୍କେଟିଂ ଏବଂ ରିବ୍ରାଣ୍ଡିଂ (ଭାଜପା ଏବଂ ଏନଡିଏ ସରକାର) ପାଇଁ ବସିଛନ୍ତି। ସେ ନିଜକୁ ବିଶ୍ୱଗୁରୁ ଘୋଷଣା କରିଛନ୍ତି। ଆମେ ପ୍ରଧାନମନ୍ତ୍ରୀ ପଦକୁ ସମ୍ମାନ କରୁ କିନ୍ତୁ ଯଦି ଜଣେ ବ୍ୟକ୍ତି ସମ୍ମାନ ଚାହାଁନ୍ତି ତେବେ ତାଙ୍କୁ ମଧ୍ୟ ସମ୍ମାନର ସହିତ ବ୍ୟବହାର କରିବା ଉଚିତ୍‌।
ମାର୍ଚ୍ଚ ୪, ୨୦୨୪ ରେ ତେଲେଙ୍ଗାନା ସମାବେଶରେ ପ୍ରଧାନମନ୍ତ୍ରୀ ସମଗ୍ର ଦେଶକୁ ଏକ ପରିବାର ବୋଲି କହିଥିଲେ। ନରେନ୍ଦ୍ର ମୋଦିଙ୍କ ଏହି ବିବୃତ୍ତିର କିଛି ସମୟ ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବଡ ଦଳର ନେତାମାନେ ସାସିଆଲ ମିଡିଆ ପ୍ଲାଟଫର୍ମରେ ‘ମୋଦି କା ପରିବାର’ ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri