ମୋଦି ବିଶ୍ୱର ସର୍ବଶ୍ରେଷ୍ଠ ନେତା, ମୁଁ ତାଙ୍କର ଫ୍ୟାନ୍‌: USISPF ଅଧ୍ୟକ୍ଷ

ଓ୍ବାଶିଂଟନ,୨୯।୨: ଆମେରିକା-ଭାରତ ଷ୍ଟ୍ରାଟେଜିକ ପାର୍ଟନରସିପ ଫୋରମର ଚେୟାରମ୍ୟାନ ଜନ ଚାମ୍ବର୍ସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ମୋଦିଙ୍କୁ ବିଶ୍ୱର ଶ୍ରେଷ୍ଠ ନେତା ବୋଲି ବର୍ଣ୍ଣନା କରିଛନ୍ତି। ଚାମ୍ବସ କହିଛନ୍ତି, ଭାରତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆପ୍ରୁଭାଲ ରେଟିଂ ୭୬ ପ୍ରତିଶତ, ଅର୍ଥାତ୍‌ ଲୋକମାନେ ତାଙ୍କୁ ପସନ୍ଦ କରନ୍ତି। ଲୋକମାନଙ୍କର ବିଶ୍ୱାସ ବଢାଇବା ତାଙ୍କର (ପିଏମ ମୋଦିଙ୍କ) କ୍ଷମତାକୁ ମଧ୍ୟ ଆଲୋକିତ କରିଛନ୍ତି।
ଜନ ଚାମ୍ବରସ କହିଛନ୍ତି, ମୁଁ ପିଏମ ମୋଦିଙ୍କର ଜଣେ ବଡ ପ୍ରଶଂସକ। ମୁଁ ଭାବୁଛି ସେ ହେଉଛନ୍ତି ଦୁନିଆର ସର୍ବଶ୍ରେଷ୍ଠ ନେତା। ମୁଁ ଇଚ୍ଛା ଅଛି କି ଆମେରିକାରେ ତାଙ୍କ ଭଳି କେହି ଜଣେ ରୁହନ୍ତୁ। ତାଙ୍କ ପରି ଆମର କୌଣସି ରାଜନୈତିକ ନେତା ନାହାଁନ୍ତି, ଯେଉଁମାନେ ୫୦ ପ୍ରତିଶତ ଆପ୍ରୁଭାଲ ରେଟିଂ ପାଇଛନ୍ତି ।
ଲୋକଙ୍କ ବିଶ୍ୱାସ ହାସଲ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦକ୍ଷତାକୁ ଦର୍ଶାଇ ଚାମ୍ବର୍ସ ଆମେରିକାର ନେତାଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିଥିବାରୁ ତାଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଯଦି ଆପଣ ଜଣେ ନେତାଙ୍କ ବିଷୟରେ ଭାବନ୍ତି, ତାଙ୍କ ଟ୍ରାକ ରେକର୍ଡ କୁ ଦେଖନ୍ତି ।ମୋଦି ଆମର ସମସ୍ତ ରାଜନୈତିକ ନେତାଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିଛନ୍ତି। ଲୋକମାନେ ତାଙ୍କୁ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri