Posted inଜାତୀୟ

ସ୍ବାଧିନତା ଦିବସରେ ଦେଶବାସୀଙ୍କୁ ବଡ ଉପହାର ଦେଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୮: ଆଉ ମାତ୍ର କେଇ ଘଣ୍ଟା ପରେ ଦେଶ ପାଳିବ ସ୍ବାଧିନତା ଦିବସ। ଏହି ଦିବସରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନକୁ ନେଇ ଏବେ ବିଭିନ୍ନ ପ୍ରକାର ଆଲୋଚନା ହେଉଛି। କୁହାଯାଉଛି କି ‘ଓ୍ବାନ ନେଶନ ଓ୍ବାନ ରାଶନ କାର୍ଡ’ ପରେ ଏବେ ସରକାର ‘ଓ୍ବାନ ନେଶନ ଓ୍ବାନ ହେଲ୍‌ଥ କାର୍ଡ’ ଲାଗୁ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧିନତା ଦିବସ ଅବସରରେ ଏହାର ଘୋଷଣା କରିପାରନ୍ତି ବୋଲ ଅନୁମାନ କରାଯାଉଛି। ଏହି ଯୋଜନା ଅଧିନରେ ଚିକିତ୍ସା ଓ ଟେଷ୍ଟର ସମସ୍ତ ତଥ୍ୟ ରଖାଯିବ। ଏସମସ୍ତ ତଥ୍ୟ କାର୍ଡରେ ଡିଜିଟାଲ ମାଧ୍ୟମରେ ଏଣ୍ଟ୍ରି କରି ଦିଆଯିବ। ଏହାଦ୍ୱାରା ଏତିକି ସୁବିଧା ହେବ ଯେ ଜଣେ ବ୍ୟକ୍ତି ଦେଶର ଯେକୌଣସି ସ୍ଥାନରେ ଚିକିତ୍ସିତ ହେବାକୁ ଚାହିଁଲେ ଆଉ ପୁରୁଣା ରେକର୍ଡ ସାଙ୍ଗରେ ବୋହିବା ଦରକାର ପଡିବ ନାହିଁ। ଡାକ୍ତର ୟୁନିକ ଆଇଡି ମାଧ୍ୟମରେ ସମସ୍ତ ତଥ୍ୟ ପାଇପାରିବେ। ପ୍ରତ୍ୟେକ ନାଗରିକଙ୍କର ସିଙ୍ଗଲ ୟୁନିକ ଆଇଡି ଜାରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏସବୁ ସହରରେ ହେବ କୋଭିଶିଲ୍ଡର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୩।୮: ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନେକା ଔଷଧ କମ୍ପାନୀ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟୀକା କୋଭିଶିଲ୍ଡର ଭାରତରେ ମାନବ ପରୀକ୍ଷଣ...

ଯୋଧପୁରରେ ୩୦ ଯବାନଙ୍କୁ କରୋନା

ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍‌ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର...

ପଦ୍ମଶ୍ରୀ ଫାତିମା ଆର ଜାକରିଆଙ୍କ ପରଲୋକ

ନୂଆଦିଲ୍ଲୀ,୭।୪: ବିଶିଷ୍ଟ ଖବରଦାତା-ଲେଖକ ଫାତିମା ଆର ଜାକରିଆଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଛି। କିଛି ଦିନ ପୂର୍ବରୁ ଫାତିମାଙ୍କ କରୋନା ଆକ୍ରାନ୍ତ ହୋଇଥିଲେ। ଏହା...

୨,୩୦୦ ଜଣଙ୍କୁ ସ୍ବଦେଶ ଫେରାଇ ଆଣିଥିଲା ଭାରତ

ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍‌-ଲେବାନନ୍‌ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍‌ ଅଫ୍‌ ଗଭର୍ନାନ୍ସ: ଆନ୍‌ ଇନ୍‌ସାଇଡର୍ସ...

ପ୍ରେମିକଙ୍କ ଘର ସାମ୍ନାରେ ଧାରଣାରେ ବସିଲେ ପ୍ରେମିକା, କାରଣ ଜାଣିଲେ…

ଲକ୍ଷ୍ନୌ,୫।୩: ଉତ୍ତରପ୍ରଦେଶର ବରେଲି ଜିଲାର ଜଣେ ପ୍ରେମିକା ପ୍ରେମିକଙ୍କ ଘର ସାମ୍ନାରେ ଧାରଣା ଦେଇଥିଲେ। ଅପ୍ରତ୍ୟାଶିତ ଘଟଣା କ୍ରମରୁ ହଡ଼ବଡ଼େଇ ଯାଇ ପ୍ରେମିକ ଜଣକ ପରିବାର...

ପିଏମ୍ କେୟାର୍ସ ଫଣ୍ଡକୁ ନେଇ ଲୋକ ସଭାରେ କଂଗ୍ରେସକୁ ଜବାବ ଦେଲେ ଅନୁରାଗ

ନୂଆଦିଲ୍ଲୀ,୧୮ ।୯: ଲୋକ ସଭାରେ ଶୁକ୍ରବାର ପିଏମ୍ କେୟାର୍ସ ଫଣ୍ଡକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଥା କଟାକଟି ହୋଇଛି ।...

ବରଫ ଅତଡା ତଳେ ଫସିଥିବା ୭ ଜଣ ଯବାନଙ୍କ ମୃତଦେହ ଉଦ୍ଧାର

ଇଟାନଗର,୮।୨:ଅରୁଣାଚଳ ପ୍ରଦେଶର ଉଚ୍ଚ ପର୍ବତ ମାଳା କାମେଙ୍ଗ ସେକ୍ଟରରେ ବରଫ ତଳେ ଫସିଯାଇଥିବା ୭ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ଏନେଇ ଭାରତୀୟ ସେନା ପକ୍ଷରୁ...

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର...

Advertisement
Archives

Model This Week