ବିଦେଶ ମାଟିରେ ବଡ଼ ଘୋଷଣା କଲେ ମୋଦି

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇ ଗସ୍ତରେ ଅଛନ୍ତି। ଏଠାରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ୟୁଏଇରେ UPI ସିଷ୍ଟମ କାର୍ଯ୍ୟକ୍ଷମ ହେବ ଏବଂ ଭାରତରେ ଯେଉଁଭଳି UPI ସେବା ପାଇବେ, ସେହିଭଳି ସୁବିଧା ମଧ୍ୟ ଏଠାରେ ଉପଲବ୍ଧ ହେବ। ଫଳରେ ଲୋକଙ୍କ ପାଇଁ କାରବାର କରିବା ବହୁତ ସହଜ ହେବ। ଦୁଇ ଦେଶ ମଧ୍ୟରେ ଡିଜିଟାଲ ପେମେଣ୍ଟ ସିଷ୍ଟମର ସଂଯୋଗ ଏକ ନୂତନ ଯୁଗ ଆରମ୍ଭ କରିବ।
ପ୍ରଧାନମନ୍ତ୍ରୀ କହିଛନ୍ତି, ୟୁଏଇ ବର୍ତ୍ତମାନ ଭାରତର ତୃତୀୟ ବୃହତ୍ତମ ବାଣିଜ୍ୟ ଭାଗୀଦାର ଏବଂ ସପ୍ତମ ବୃହତ୍ତମ ନିବେଶକ। ଉଭୟ ଦେଶ ଜୀବନଯାପନ ତଥା ବ୍ୟବସାୟ କରିବାରେ ସହଜତା ପାଇଁ ସହଭାଗୀତା କରୁଛନ୍ତି। ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ହେଉଛି ପ୍ରତ୍ୟେକ ଭାରତୀୟଙ୍କର ଲକ୍ଷ୍ୟ।
୨୦୧୫ରେ ୟୁଏଇ ଗସ୍ତରେ ଆସିଥିବା ତାଙ୍କର ପ୍ରଥମ ଗସ୍ତକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେହି ସମୟରେ ସେ କେନ୍ଦ୍ର ସରକାରରେ ନୂତନ ଥିଲେ ଏବଂ ତିନି ଦଶନ୍ଧି ମଧ୍ୟରେ ୟୁଏଇକୁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ଥିଲା। ଏହା ପରଠାରୁ ଦଶ ବର୍ଷ ମଧ୍ୟରେ ୟୁଏଇ ଗସ୍ତରେ ଏହା ମୋର ସପ୍ତମ ଗସ୍ତ। ମୁଁ ଆପଣଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ। ଏହା କେବଳ ମୋର ସମ୍ମାନ ନୁହେଁ, ୧୪୦ କୋଟି ଭାରତୀୟଙ୍କ ସମ୍ମାନ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri