Posted inଜାତୀୟ

ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ରେ ମୋଦି ମ୍ୟାଜିକ୍‌…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ ମୋଦି ମ୍ୟାଜିକ୍‌ କାମ ଦେଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୧୧୫ ରହିଛି। ଭାଜପା ମଧ୍ୟପ୍ରଦେଶରେ ୧୬୩ ଆସନରେ ଆଗୁଆ ରହିଛି। ସେହିପରି ରାଜସ୍ଥାନରେ ୧୯୯ ଆସନ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ଆସନ ସଂଖ୍ୟା ୧୦୦ ରହିଛି। ଭାଜପା ରାଜସ୍ଥାନରେ ୧୧୩ ଆସନରେ ଆଗୁଆ ରହିଛି। ଅପରପକ୍ଷରେ ଛତିଶଗଡ଼ରେ ମୋଟ ୯୦ ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୪୬ ରହିଛି। ଭାଜପା ୫୩ ସଂଖ୍ୟା ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri