Posted inଜାତୀୟ

‘ଶେଷ ହେଉଛି ମୋଦି ମ୍ୟାଜିକ୍‌’

ନୂଆଦିଲ୍ଲୀ,୯।୧୨: ଦୁଇଟି ରାଜ୍ୟ ତଥା ଛଅଟି ବିଧାନସଭା ଉପ-ନିର୍ବାଚନର ଫଳାଫଳର ଗୋଟିଏ ଦିନ ପରେ ଲୋକ ସଭାର ବିରୋଧୀଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ମୋଦି ମ୍ୟାଜିକ୍‌ ଶେଷ ହେବାକୁ ଯାଉଛି। ଚାଇନା ସେନା ଲଦାଖରେ ପ୍ରବେଶ କରି ୨୦୦ରୁ ଅଧିକ ଆଶ୍ରୟସ୍ଥଳୀ ନିର୍ମାଣ କରିଛି। ଏଥିସହ ସେନାକୁ ପାଟ୍ରୋଲିଂ କରିବାକୁ ଅନୁମତି ମିଳୁନାହିଁ। ଯଦି ଏହା ଜାରି ରହେ, ତେବେ ସିଆଚୀନ ଗ୍ଲାସିୟରର ପରିସ୍ଥିତି ତିକ୍ତତା ହୋଇପାରେ। ସରକାର ଜି-୨୦କୁ ସୂଚାଇବା ପରିବର୍ତ୍ତେ ଭାରତ-ଚାଇନା ପ୍ରସଙ୍ଗ ସଂସଦରେ ଆଲୋଚନା କରିବା ଆବଶ୍ୟକ।

କଂଗ୍ରେସର ବରିଷ୍ଠ ନେତା ଆହୁରି ମଧ୍ୟ କହିଛନ୍ତି ଯେ, ମୋଦି ଜି ଏହି ନିର୍ବାଚନରୁ ଶିକ୍ଷା ଗ୍ରହଣ କରିବା ଉଚିତ୍‌, ମୋଦି ଜିଙ୍କର ମ୍ୟାଜିକ୍‌ ଶେଷ ହେଉଛି। ସେ ତିନୋଟି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ଗୋଟିଏ ଜିତିଥିଲେ। ନିର୍ବାଚନ ପାଇଁ ଗୁଜୁରାଟରେ ଘରକୁ ଘର ବୁଲି ପ୍ରଚାର କରିଥିଲେ, ଏତେ ବିକାଶଶୀଳ ହୋଇଥିଲେ ମଧ୍ୟ କାହିଁକି ସେ ଘରକୁ ଘର ଯାଇ ପ୍ରଚାର କରିଥିଲେ? ଏଥିରୁ ସ୍ପଷ୍ଟ ହେଉଛି କି ମୋଦି ଜିଙ୍କର ମ୍ୟାଜିକ୍‌ ତାଙ୍କଠାରୁ ଦୂରେଇ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri