ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା
ଝାରସୁଗୁଡା, ୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେଇଛନ୍ତି। ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍ଘାଟନହୋଇଛି। ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର … Continue reading ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି, କଲେ ସବୁଠୁ ବଡ଼ ଘୋଷଣା
Copy and paste this URL into your WordPress site to embed
Copy and paste this code into your site to embed