Posted inଜାତୀୟ

ଉତ୍ତରପ୍ରଦେଶ ରାଜନୀତିରେ ମୋଦି ମ୍ୟାନ୍‌ଙ୍କ ଏଣ୍ଟ୍ରି

ଲକ୍ଷ୍ନୌ,୧୪।୧: ମୋଦି ମ୍ୟାନ୍‌ କୁହାଯାଉଥିବା ପୂର୍ବତନ ଆଇଏଏସ୍‌ ଅଫିସର ଅରବିନ୍ଦ କୁମାର ଶର୍ମା ଉତ୍ତରପ୍ରଦେଶ ରାଜନୀତିରେ ଏଣ୍ଟ୍ରି କରିଛନ୍ତି। ଗୁରୁବାର ସେ ଭାଜପାରେ ଯୋଗ ଦେଇଛନ୍ତି। ରାଜ୍ୟ ଭାଜପା ମୁଖ୍ୟ ସ୍ବତନ୍ତ୍ର ଦେବ ସିଂ ଏବଂ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମାଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ୧୯୮୮ ବ୍ୟାଚ୍‌ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର ଅରବିନ୍ଦ ୧୮ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ କାର୍ଯ୍ୟ କରିଛନ୍ତି। ତାଙ୍କ କାର୍ଯ୍ୟକାଳରେ ମୋଦି ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସେ ଆଉ ଦେଢ଼ବର୍ଷ ପରେ ସରକାରୀ ଚାକିରିରୁ ଅବସର ନେଇଥାନ୍ତେ। ସେ ସ୍ବେଚ୍ଛାକୃତ ଅବସର ନେବାପରେ ମୋଦି ତାଙ୍କୁ ମିଶନ ଉତ୍ତରପ୍ରଦେଶରେ ପଠାଇଛନ୍ତି। ପ୍ରଥମଥର ସେ ମୋଦିଙ୍କଠାରୁ ଅଲଗା ହୋଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ କାମ କରିବେ। ଅରବିନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କ୍ୟାବିନେଟ୍‌ରେ ସ୍ଥାନ ମିଳିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri