ଓଡିଶା ଆସିପାରନ୍ତି ମୋଦି

ଭୁବନେଶ୍ବର,୧୦।୫: ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ ଉତ୍ସବ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି।ତେବେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇପାରନ୍ତି ବୋଲି ସୂଚନା ଦେଇଛନ୍ତି ଭାଜପା ସାଧାରଣ ସମ୍ପାଦକ ପୃଥ୍ବ୍ବୀରାଜ ହରିଚନ୍ଦନ।
ସେ କହିଛନ୍ତି ଯେ, ମୋଦି ବନ୍ଦେ ଭାରତ ଏକ୍ସପ୍ରେସର ପ୍ରତିଟି ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି ତେଣୁ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ସେ ଲୋକାର୍ପଣ କରିପାରନ୍ତି।

Share