ପାକିସ୍ତାନରେ ସକ୍ରିୟ ଆତଙ୍କବାଦୀ ସଙ୍ଗଠନ, କଡା କାର୍ଯ୍ୟନୁଷ୍ଠାନ ଜରୁରୀ: ହ୍ୟାରିସ-ମୋଦି

ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ମୂଳ ବାସିନ୍ଦା କମଲା ହ୍ୟାରିସଙ୍କୁ ଭେଟିଛନ୍ତି । ଏହି ସମୟରେ ଭାରତ-ଆମେରିକା ସମ୍ପର୍କକୁ ନେଇ ଆଲୋଚନା ହୋଇଛି । ଏହାସହ ଆଫଗାନିସ୍ତାନକୁ ନେଇ ଆଲୋଚନା ହେବା ସହ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନକୁ ନେଇ ଉପରାଷ୍ଟ୍ରପତି କମଲା ହ୍ୟାରିସ କ୍ଷୋଭ ପ୍ରକାଶ କରିଛନ୍ତି । ଉଭୟ ନେତା ଆତଙ୍କବାଦୀ ସଙ୍ଗଠନ ଉପରେ କଡା କାର୍ଯ୍ୟାନୁଷ୍ଠାନକୁ ନେଇ ଆଲୋଚନା କରିଛନ୍ତି । ପାକିସ୍ତାନରେ ଆତଙ୍କବାଦୀ ସଙ୍ଗଠନ ସକ୍ରିୟ ଥିବା େବେଳ ଇସଲାମାବାଦ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ ବୋଲି କମଲା କହିଛନ୍ତି । କମଲାଙ୍କ ସହ ମୋଦିଙ୍କର ଏହା ପ୍ରଥମ ସାକ୍ଷାତ୍‌କାର ହୋଇଥିବା ବେଳେ ଏହା ପୂର୍ବରୁ ଏମାନେ ଫୋନ ଯୋଗେ କଥା ହୋଇଛନ୍ତି । ତେବେ ସାକ୍ଷାତ୍‌କାର ସମୟରେ କରୋନା ମହାମାରୀ, ଟିକାକରଣ ଓ ପୁଣିଥରେ ଭାରତ ଟିକା ପ୍ରସ୍ତୁତି ଆରମ୍ଭକୁ ନେଇ କମଲା ଖୁସି ବ୍ୟକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri