Posted inଜାତୀୟ

ଇଟାଲୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି: ଦୁଇ ଦେଶ ମଧ୍ୟରେ ଷ୍ଟାର୍ଟଅପ ସେତୁ ହେବ ପ୍ରତିଷ୍ଠା

ନୂଆଦିଲ୍ଲୀ,୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ ହୋଇଥିଲା। ଏଥିରେ ଦୁଇ ଦେଶ ମଧ୍ୟରେ ପାରସ୍ପରିକ ସହଯୋଗ ଏବଂ ଦୃଢ ସମ୍ପର୍କ ଉପରେ ଆଲୋଚନା କରାଯାଇଥିଲା। ଏହି ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଥମ ଭାରତ ଗସ୍ତ ତାଙ୍କୁ ଏବଂ ତାଙ୍କ ପ୍ରତିନିଧୀଙ୍କୁ ସ୍ବାଗତ କରୁଛନ୍ତି। ଗତ ବର୍ଷର ନିର୍ବାଚନରେ ଇଟାଲୀର ନାଗରିକମାନେ ମେଲୋନିଙ୍କୁ ପ୍ରଥମ ମହିଳା ଏବଂ ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ ଭାବରେ ମନୋନୀତ କରିଥିଲେ। ଦେଶବାସୀଙ୍କ ତରଫରୁ ମୁଁ ତାଙ୍କୁ ଏହି ଐତିହାସିକ ସଫଳତା ପାଇଁ ଅଭିନନ୍ଦନ ଜଣାଉଛି। ଚଳିତ ବର୍ଷ ଭାରତ ଏବଂ ଇଟାଲୀ ଆମର ଦ୍ୱିପାକ୍ଷିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି ଏବଂ ଏହି ଅବସରରେ ଆମେ ଭାରତ-ଇଟାଲୀ ଭାଗିଦାରୀକୁ ଏକ ରଣନୀତିକ ଭାଗିଦାରୀ ସ୍ଥିତିକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛୁ। ଆମର ଅର୍ଥନୈତିକ ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ଆମେ ଗୁରୁତ୍ୱାରୋପ କରିଛୁ।
ଇଟାଲୀର ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆଜି ଭାରତ ଏବଂ ଇଟାଲୀ ମଧ୍ୟରେ ଏକ ଷ୍ଟାର୍ଟଅପ ସେତୁ ପ୍ରତିଷ୍ଠା ପାଇଁ ଘୋଷଣା କରାଯାଇଛି, ଯାହାକୁ ଆମେ ସ୍ବାଗତ କରୁଛୁ। ଆମେ ଦୁଇ ଦେଶର ସୈନ୍ୟ ମଧ୍ୟରେ ନିୟମିତ ମିଳିତ ଅଭ୍ୟାସଏବଂ ତାଲିମ ପାଠ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?