ଆଇସଲାଣ୍ଡ, ସ୍ବିଡେନ୍‌ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି

କୋପେନହାଗେନ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଡେନମାର୍କରେ ଆଇସଲାଣ୍ଡର ପ୍ରଧାନମନ୍ତ୍ରୀ କ୍ୟାଟ୍ରିନ ଜାକୋବସଡୋତିରଙ୍କୁ ଭେଟି ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ଏଠାରେ ସ୍ବିଡେନର ପ୍ରଧାନମନ୍ତ୍ରୀ ମାଗଡାଲେନା ଆଣ୍ଡରସନ୍‌ଙ୍କୁ ମଧ୍ୟ ଭେଟିଥିଲେ। ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଏବଂ ମିଳିତ କାର୍ଯ୍ୟ ଯୋଜନାରେ ଅଗ୍ରଗତି ବିଷୟରେ ଆଲୋଚନା କରିଥିଲେ।
ତାଙ୍କର ତିନି ଇଉରୋପୀୟ ଦେଶ ଭ୍ରମଣର ଦ୍ୱିତୀୟ ପର୍ଯ୍ୟାୟରେ ମୋଦି ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଡେନମାର୍କରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ କରି କହିଛି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଇସଲାଣ୍ଡର ପ୍ରଧାନମନ୍ତ୍ରୀ କ୍ୟାଟ୍ରିନ ଜାକୋବସଡୋତିରଙ୍କ ସହ କଥା ହୋଇଛନ୍ତି। ବାଣିଜ୍ୟ, ଶକ୍ତି, ମତ୍ସ୍ୟଚାଷ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି କରିବାକୁ ଦୁହେଁ ଆଲୋଚନା କରିଥିଲେ। ସେହିପରି ସ୍ବିଡେନ୍‌ ସହ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ମୋଦି ମାଗଡାଲେନା ଆଣ୍ଡରସେନଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri