Posted inଜାତୀୟ

କେଜ୍‌ରିଓ୍ବାଲ୍‌ଙ୍କ ସଭାରେ ମୋଦି ମୋଦି ନାରା: ରାଗିକି ମୁଖ୍ୟମନ୍ତ୍ରୀ କହିଲେ…

ଅହମ୍ମଦାବାଦ,୨୧।୧୧: ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨ ପାଇଁ ପ୍ରଚାର ଅଭିଯାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆମ ଆଦମୀ ପାର୍ଟିର ନିର୍ବାଚନ ପ୍ରଚାର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ପଞ୍ଚମହଲ ଅଞ୍ଚଳରେ ପହଞ୍ଚିଥିଲେ। ଏହି ସମୟରେ ଭାଜପା କର୍ମୀମାନେ ମଧ୍ୟ ତାଙ୍କ ରୋଡ ଶୋ’ରେ ପହଞ୍ଚି ମୋଦି-ମୋଦି ଏବଂ ଜୟ ଶ୍ରୀ ରାମ ସ୍ଲୋଗାନ ଦେଇଥିଲେ।
କେଜ୍‌ରିୱାଲ ପଞ୍ଚମହଲର ହାଲୋଲ ଅଞ୍ଚଳରେ ଏକ ରୋଡ ଶୋ’ କରୁଥିବା ସମୟରେ ଏହି ଘଟଣା ଘଟିଥିଲା।
ଲୋକଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲ କହିଛନ୍ତି, ଯେଉଁମାନେ ଗୁଣ୍ଡାଗର୍ଦ୍ଦି କରିବାକୁ ଚାହୁଁଛନ୍ତି ସେମାନେ ଅନ୍ୟ ଦଳକୁ ଯିବା ଉଚିତ୍‌। ଅନ୍ୟପକ୍ଷରେ, ଯେଉଁମାନେ ନିଜ ଅଞ୍ଚଳରେ ଭଲ ବିଦ୍ୟାଳୟ ଏବଂ ଡାକ୍ତରଖାନା ନିର୍ମାଣ କରିବାକୁ ଚାହୁଁଛନ୍ତି, ସେମାନେ ନିଜ ପ୍ରାର୍ଥୀଙ୍କୁ ଭୋଟ ଦେବା ଉଚିତ୍‌। ବିଧାନସଭା ନିର୍ବାଚନ ଜିତିବା ପରେ ସେ ଗୁଜରାଟକୁ ଚମକାଇ ଦେବେ।
ସୂଚନାଯୋଗ୍ୟ, ଗୁଜରାଟ ବିଧାନସଭାର ୧୮୨ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଡିସେମ୍ବର ୧ ଏବଂ ଦ୍ୱିତୀୟ ପର୍ଯ୍ୟାୟ ୫ ଡିସେମ୍ବରରେ ହେବାକୁ ଯାଉଛି। ଡିସେମ୍ବର ୮ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri