Posted inଜାତୀୟ

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି।
ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଯେଉଁଆଡ଼େ ଯାଏ, କେବଳ ମୋଦି-ମୋଦି ଇକୋ ଶୁଣିବାକୁ ପାଇଥାଏ। ତେଲେଙ୍ଗନା ‘ପଦ୍ମ’ ବାଛିବା ପାଇଁ ନିଷ୍ପତ୍ତି ନେଇଛି, ତେଲେଙ୍ଗନାବାସୀଙ୍କ ଭଲପାଇବା ଏବଂ ଆଶୀର୍ବାଦ ଆମକୁ ଅଧିକ ଆସନ ଜିତାଇବ। ୨୦୧୯ରେ ତେଲେଙ୍ଗନାର ଲୋକମାନେ ଆମକୁ ୪ଟି ସିଟ୍‌ ଦେଇ ଆଶୀର୍ବାଦ ଦେଇଛନ୍ତି ଏବଂ ଏଥର ମୁଁ ନିଶ୍ଚିତ ଯେ ଆମେ ତେଲେଙ୍ଗନାରେ ୧୦+ସିଟ୍‌ ଜିତିବାକୁ ଯାଉଛୁ। ତେଲେଙ୍ଗନାର ଏହି ‘ଦୁଇ ଅଙ୍କ ବିଶିଷ୍ଟ ସ୍କୋର’ ନିଶ୍ଚିତ ଭାବରେ ମୋଦି ଜୀଙ୍କୁ ୪୦୦ରୁ ଅଧିକ ଆସନ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ମାଡ଼ ମଧ୍ୟରେ ହର୍ମୁଜ ପ୍ରଣାଳୀ ଚିରି ବାହାରିଗଲା ଭାରତୀୟ ଜାହାଜ, ଧାନ ବୁଣା ପୂର୍ବରୁ ଚାଷୀଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୬: ହର୍ମୁଜ ପ୍ରଣାଳୀରେ ବଢୁଥିବା ଉତ୍ତେଜନା ଏବଂ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ମଧ୍ୟରେ, ଭାରତୀୟ ଚାଷୀଙ୍କ ପାଇଁ ଏକ ସ୍ବାଗତଯୋଗ୍ୟ ଖବର ଅଛି। ଇରାନ ଦ୍ୱାରା…

ଭାଜପାରେ ସାମିଲ ହେବେ କି ମହୁଆ? ଚମକାଇଲା ଭଳି ଜବାବ ଦେଲେ ଟିଏମସି ସାଂସଦ

କୋଲକାତା,୨୮।୬: ପଶ୍ଚିମବଙ୍ଗ ରାଜନୀତିରେ ଆଜିକାଲି ବେଶ୍‌ ହଲଚଲ ଦେଖିବାକୁ ମିଳୁଛି। ବିଧାନସଭା ନିର୍ବାଚନ ପରେ ଟିଏମସି (TMC) ରେ ବଡ଼ ଧରଣର ବିଭାଜନ ହେବାର ଖବର ସାମ୍ନାକୁ…

ମୁଣ୍ଡ ନୁଆଁଇଲା ଶେହବାଜ ସରକାର, ପାକିସ୍ତାନର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି

ଇସଲାମାବାଦ,୨୮।୬: ପାକିସ୍ତାନରେ ଗଣମାଧ୍ୟମ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ସରକାର ଦେଶର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲଗୁଡ଼ିକ ମଧ୍ୟରୁ ଗୋଟିଏ, ଜିଓ ନ୍ୟୁଜର…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ…

କରାଚୀରେ ବଡ଼ ଆତଙ୍କବାଦୀ ଆକ୍ରମଣ: ୬ ଆତଙ୍କବାଦୀଙ୍କ ସହ ୪ ରେଞ୍ଜର୍ସ ନିହତ

କରାଚୀ,୨୮।୬: ଶନିବାର ରାତିରେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ସିନ୍ଧ ରେଞ୍ଜର୍ସ ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲେ।…

ତେହରାନକୁ ଗମ୍ଭୀର ପରିଣାମ ଭୋଗିବାକୁ ଚେତାବନୀ ଦେଲେ ଟ୍ରମ୍ପ, କହିଲେ, ‘ଆମେରିକା ଏପର୍ଯ୍ୟନ୍ତ ସଂଯମତା ଅବଲମ୍ବନ କରିଛି..’

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଯଦି ଇରାନ…

ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri