Posted inଜାତୀୟ

କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରା ସମୟରେ ମୋଦି-ମୋଦି ସ୍ଲୋଗାନ: ରାହୁଲ ଦେଲେ ଫ୍ଲାଇଙ୍ଗ୍‌ କିସ୍‌

ଜୟପୁର,୬।୧୨: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ଆଜିକାଲି ରାଜସ୍ଥାନରେ ଚାଲିଛି। ଏହି ଯାତ୍ରା ସମୟରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। କଂଗ୍ରେସ ପକ୍ଷରୁ କରାଯାଉଥିବା ଏହି ଯାତ୍ରାରେ ମୋଦି ମୋଦି ସ୍ଲୋଗାନ ଶୁଣିବାକୁ ମିଳିଥିଲା। ଏହା ଶୁଣି ରାହୁଲ ଗାନ୍ଧୀ ରାଗିବା ପରିବର୍ତ୍ତେ ମୋଦି ମୋଦି ସ୍ଲୋଗାନ ଦେଉଥିବା ଲୋକଙ୍କୁ ଫ୍ଲାଇଙ୍ଗ୍‌ କିସ୍‌ ଦେଇଥିଲେ। ମଧ୍ୟପ୍ରଦେଶର ଅଗର ମାଲୱା ଜିଲାରେ ଏହି ଘଟଣା ଘଟିଥିଲା, ଯାହାର ଭିଡିଓ ଏବେ ଭାଇରାଲ ହେଉଛି। ଭିଡିଓରେ ଦେଖାଇଛି ଯେ, ‘ମୋଦି-ମୋଦି’ର ସ୍ଲୋଗାନ ଶୁଣିବା ମାତ୍ରେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ପ୍ରଥମେ ଏହି ଲୋକଙ୍କୁ ଯାତ୍ରାରେ ଯୋଗଦେବାକୁ କହିଥିଲେ, ପରେ ରାହୁଲ ସେମାନଙ୍କୁ ଫ୍ଲାଇଙ୍ଗ କିସ ଦେଇଥିଲେ।
ଆସନ୍ତା ଦୁଇ ସପ୍ତାହ ପାଇଁ କଂଗ୍ରେସର ଭାରତ ଯୋଡୋ ଯାତ୍ରା ରାଜସ୍ଥାନରେ ରହିବ। ଏଠାରେ ଏହି ଯାତ୍ରା ସମୁଦାୟ ୭ଟି ଜିଲା ଏବଂ ୫୨୦ କିଲୋମିଟର ଦୂରତା ଅତିକ୍ରମ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri