ଭେଟେରାନ ଅଭିନେତ୍ରୀଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୋଦି

ବେଙ୍ଗାଲୁରୁ: କନ୍ନଡ ସିନେମାର ଭେଟେରାନ ଅଭିନେତ୍ରୀ ଲୀଲାବତୀଙ୍କର ଶୁକ୍ରବାର 85 ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କର୍ନାଟକର ନେଲମଂଙ୍ଗାଲାର ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାପରେ ଅଭିନେତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୀଲାବତୀଙ୍କ ଦେହାନ୍ତ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳାଇ ଦେଇଛି। ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କ ଦେହାନ୍ତରେ ଅନେକ ସେଲିବ୍ରିଟି ଏବଂ ପ୍ରଶଂସକ ଶୋକ ପ୍ରକାଶ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଲୀଲାବତୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ଲିଲାବତୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି। ସେ ଏହି ପୋଷ୍ଟରେ ଲେଖିଛନ୍ତି, ପ୍ରସିଦ୍ଧ କନ୍ନଡ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଲୀଲାବତୀ ଜୀଙ୍କର ଦେହାନ୍ତ ଖବର ଶୁଣି ଦୁଃଖିତ। ସିନେମାର ପ୍ରକୃତ ଆଇକନ, ସେ ଅନେକ ଚଳଚ୍ଚିତ୍ରରେ ବହୁମୁଖୀ ଅଭିନୟ ସହିତ ସିଲଭର ସ୍କ୍ରିନକୁ ଅନୁକରଣ କରିଥିଲେ। ତାଙ୍କର ବିବିଧ ଭୂମିକା ଏବଂ ଉଲ୍ଲେଖନୀୟ ପ୍ରତିଭା ସର୍ବଦା ସ୍ମରଣୀୟ ଏବଂ ପ୍ରଶଂସିତ ହେବ। ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ସହ ମୋର ସମବେଦନା। ଶାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri