Posted inଜାତୀୟ

ଗାଜା ହସ୍ପିଟାଲ ଆକ୍ରମଣ ଘଟଣା, ମୋଦି କହିଲେ ଦୋଷୀଙ୍କୁ ନିଶ୍ଚିତ ମିଳିବ ଦଣ୍ଡ

ନୂଆଦିଲ୍ଲୀ,୧୮।୧୦: ଗାଜାର ଅଲ ଅହଲି ହସ୍ପିଟାଲ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଏହି ଘଟଣାରେ ଯିଏ ଦୋଷୀ ସାବ୍ୟସ୍ତ ହେବ ତାଙ୍କୁୁ ଛଡାଯିବ ନାହିଁ। ସୂଚନାଯୋଗ୍ୟ, ମଙ୍ଗଳବାର ଗାଜାର ଅଲ-ଅହଲି ହସ୍ପିଟାଲରେ ହୋଇଥିବା ଏୟାର ଷ୍ଟ୍ରାଇକରେ ପ୍ରାୟ ୫୦୦ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି।

ସୋସିଆଲ ମିଡିଆ ଆକାଉଣ୍ଟରେ ପ୍ରତିକ୍ରିୟା ଦେଇ ଏହି ଯୁଦ୍ଧରେ ସାଧାରଣ ନାଗରିକଙ୍କ କ୍ଷତି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲଇ ମୋଦି କହିଛନ୍ତି। ଏହି ଆକ୍ରମଣ ପାଇଁ ଯେଉଁମାନେ ଦାୟୀ ସେମାନେ ଏଥିରୁ ରକ୍ଷା ପାଇବା ଉଚିତ ନୁହେଁ।

ସୂଚନାଯୋଗ୍ୟ, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଯୁଦ୍ଧ ଲାଗି ରହିଛି। ଉଭୟଙ୍କ ମଧ୍ୟରେ ଏହି ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ଇସ୍ରାଏଲ ଗାଜା ଉପରେ ଏୟାର ଷ୍ଟ୍ରାଇକ କରୁଛି ଏବଂ ଏହାର ଗ୍ରାଉଣ୍ଡ ଫୋର୍ସ ମଧ୍ୟ ଉତ୍ତର ଗାଜା ଉପରେ ଆକ୍ରମଣ କରିଛି ଏବଂ ସେଠାରେ ରହୁଥିବା ଲୋକଙ୍କୁ ସେହି ସ୍ଥାନ ଛାଡିବାକୁ ନିର୍ଦ୍ଦେଶ ଦେଇଛି। ଏହି ସମୟରେ ସେ ସେଠାରେ ଅବସ୍ଥିତ ଡାକ୍ତରଖାନା ଖାଲି କରିବାକୁ ଚେତାବନୀ ଦେଇଛନ୍ତି।
ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଡାକ୍ତରଖାନା ଉପରେ ଏୟାର ଷ୍ଟ୍ରାଇକ ହୋଇଛି ଏବଂ ପାଲେଷ୍ଟାଇନର ହମାସ ନିୟନ୍ତ୍ରିତ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଏଠାରେ ୫୦୦ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ସେବେଠାରୁ ଅଭିଯୋଗ ହେଉଛି ଯେ ଇସ୍ରାଏଲ ଡାକ୍ତରଖାନା ଉପରେ ଆକ୍ରମଣ କରି ଏଠାରେ ରହୁଥିବା ସାଧାରଣ ନାଗରିକଙ୍କୁ ହତ୍ୟା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri