Posted inଜାତୀୟ

ଲୋଙ୍ଗେଓ୍ବାଲା ସୀମାରେ ମୋଦି

ଜୈସେଲମର,୧୪।୧୧: ଭାରତୀୟ ଯବାନଙ୍କ ମନୋବଳ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାଜସ୍ଥାନର ଜୈସେଲମରର ଲୋଙ୍ଗେଓ୍ବାଲାଠାରେ ପହଞ୍ଚିଛନ୍ତି। ଦୀପାବଳି ଅବସରରେ ସେ ଯବାନମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦିଙ୍କ ସହିତ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାପ୍‌ ବିପନ ରାଓ୍ବତ, ସେନା ମୁଖ୍ୟ ଏମ୍‌.ଏମ୍‌. ନରାଓ୍ବଣେ ଏବଂ ବିଏସ୍‌ଏଫ୍‌ ଡିଜି ରାକୋ ଅସ୍ତାନା ଉପସ୍ଥିତ ରହି ଯବାନଙ୍କ ଉତ୍ସାହ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ୧୯୭୧ରେ ଭାରତୀୟ ଯବାନମାନେ ଏହି ପୋଷ୍ଟରେ ପାକିସ୍ତାନ ସୈନ୍ୟଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତି ପିଲାଙ୍କୁ ଇଂରାଜୀ ପଢ଼ାଉଛନ୍ତି ଏହି ଛାତ୍ରୀ, ଛୁଟୁଛି ପ୍ରଶଂସାର ସୁଅ

ରାଞ୍ଚି,୭।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିର ଦେଓଘର କଲେଜର ଛାତ୍ରୀ ନେହା ପାଣ୍ଡେ ନିଜର ପାଠପଢ଼ା ସରିବା ପରେ ବସ୍ତି ଅଞ୍ଚଳର ପିଲାଙ୍କୁ ପାଠ ପଢ଼ାଇବା ଆରମ୍ଭ...

ଚାଇନା ମାନଚିତ୍ରରେ ଅରୁଣାଚଳପ୍ରଦେଶ

ନୂଆଦିଲ୍ଲୀ,୨୨ା୪(ଆଇଏଏନ୍‌ଏସ୍‌): ଚାଇନା ଏହାର ଅନ୍ତର୍ଜାତୀୟ ସୀମା ମଧ୍ୟରେ ଅରୁଣାଚଳପ୍ରଦେଶର କେତେକ ଅଞ୍ଚଳକୁ ଅନ୍ତର୍ଭୁକ୍ତ କରିଛି। ସ୍କାଏ ମ୍ୟାପ୍‌ ପକ୍ଷରୁ ଜାରି ଚାଇନା ମାନଚିତ୍ରର ସଂଶୋଧିତ ସଂସ୍କରଣରେ...

ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।...

ସିଏଏକୁ ରୋକିପାରିବେନି ଦିଦି

କୋଲକାତା,୨ା୩(ପି.ଟି.): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ରୋକି ପାରିବେନି। ଶରଣାର୍ଥୀମାନଙ୍କୁ ଭାରତର ନାଗରିକତ୍ୱ ଦେବାରେ ସେ କେନ୍ଦ୍ର ସରକାରଙ୍କୁ ଅଟକାଇ...

ଅନ୍ୟ କଥାରେ ଆନ୍ଦୋଳନ କରୁଛନ୍ତି କୃଷକ, ଆଇନର ସମସ୍ୟା ବିଷୟରେ ସେମାନଙ୍କୁ ଜଣାନାହିଁ: ହେମା

ନୂଆଦିଲ୍ଲୀ,୧୩ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନ ଓ ସକାରଙ୍କ ମଧ୍ୟରେ ଏବେବି ତୁତୁମେମେ ଲାଗି ରହିଛି । ସୁପ୍ରିମକୋର୍ଟ...

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ...

ପୁଡୁଚେରୀରେ ସରକାର ଗଢିବ ଏନ୍‌ଡିଏ: ଶାହା

ପୁଡୁଚେରୀ,୨୮ ।୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ପୁଡୁଚେରୀ ଗସ୍ତରେ ଅଛନ୍ତି । ରବିବାର ସେ କରାଇକଲଠାରେ ଏକ ଜନସଭାକୁ ସାମ୍ବାଧନ କରିବା ଅବସରରେ କଂଗ୍ରେସ...

ନଭେମ୍ବର ୮ରେ ଚନ୍ଦ୍ରଗ୍ରହଣ, ୨୦୦ ବର୍ଷ ପରେ ୪ ଗ୍ରହ ବକ୍ରି…

ନୂଆଦିଲ୍ଲୀ,୩୧।୧୦ : ସୂର୍ଯ୍ୟ ପରାଗ ପରେ ଏବେ ନଭେମ୍ବର ୮(ମଙ୍ଗଳବାର)ରେ ଦେବ ଦୀପାବଳିରେ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ସୂର୍ଯ୍ୟପରାଗର ୧୫ ଦିନ ପରେ ଏହି ଚନ୍ଦ୍ରଗ୍ରହଣ...

Advertisement
Archives

Model This Week