Posted inଜାତୀୟ

ଲୋଙ୍ଗେଓ୍ବାଲା ସୀମାରେ ମୋଦି

ଜୈସେଲମର,୧୪।୧୧: ଭାରତୀୟ ଯବାନଙ୍କ ମନୋବଳ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାଜସ୍ଥାନର ଜୈସେଲମରର ଲୋଙ୍ଗେଓ୍ବାଲାଠାରେ ପହଞ୍ଚିଛନ୍ତି। ଦୀପାବଳି ଅବସରରେ ସେ ଯବାନମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦିଙ୍କ ସହିତ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାପ୍‌ ବିପନ ରାଓ୍ବତ, ସେନା ମୁଖ୍ୟ ଏମ୍‌.ଏମ୍‌. ନରାଓ୍ବଣେ ଏବଂ ବିଏସ୍‌ଏଫ୍‌ ଡିଜି ରାକୋ ଅସ୍ତାନା ଉପସ୍ଥିତ ରହି ଯବାନଙ୍କ ଉତ୍ସାହ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ୧୯୭୧ରେ ଭାରତୀୟ ଯବାନମାନେ ଏହି ପୋଷ୍ଟରେ ପାକିସ୍ତାନ ସୈନ୍ୟଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା

ଲକ୍ଷ୍ନୌ,୨।୮ (ଆଇଏଏନ୍‌ଏସ୍‌):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ...

ଦିଲ୍ଲୀ-ଏନ୍‌ସିଆରର କେତେକ ଅଞ୍ଚଳରେ ପ୍ରବଳ ବର୍ଷା: ଅପରାହ୍ନ ୪ଟାରେ ସୃଷ୍ଟି ହେଲା ରାତିର ଭ୍ରମ

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି। ଏଭଳି ବର୍ଷା ହୋଇଥିଲା ଯେ ଅପରାହ୍ନ ୪ଟାରେ ରାତିର ଭ୍ରମ ସୃଷ୍ଟି ହୋଇଥିଲା।...

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି।...

ନୀତୀଶଙ୍କ ଶପଥ ଗ୍ରହଣ ସମାରୋହଠାରୁ ଦୂରେଇ ରହିବେ ତେଜସ୍ୱୀ!

ପାଟନା,୧୬ ।୧୧: ବିହାରରେ ନୂଆ ସରକାର ଗଠନ ହେବାକୁ ଯାଉଛି । ଏନ୍‌ଡିଏ ନୀତୀଶ କୁମାରଙ୍କୁ ନିଜର ପ୍ରତିନିଧି ମାନି ନେଇଥିବା ବେଳେ ସେ ସପ୍ତମଥର...

ଆତଙ୍କବାଦ ବିରୋଧରେ ଭାରତର ୮ ସୂତ୍ରୀ ଯୋଜନା

ଜାତିସଂଘ,୧୩।୧: ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ୮ ସୂତ୍ରୀ ଯୋଜନା ଉପସ୍ଥାପନ କରିଛି। ଆତଙ୍କବାଦକୁ କେବେ ସହ୍ୟ କରାଯିବ ନାହିଁ। ଏଥିପାଇଁ...

ଶୀତରେ ଆଲକହଲ୍‌କୁ ନା’ : ଆଇଏମ୍‌ଡି

ନୂଆଦିଲ୍ଲୀ,୨୬।୧୨: ଉତ୍ତର ଭାରତରେ ପ୍ରବଳରୁ ଅତି ପ୍ରବଳ ଶୀତ ପଡ଼ିପାରେ। ଏଣୁ ଘରେ କିମ୍ବା ଇୟର ଏଣ୍ଡ୍‌ ପାର୍ଟିରେ ଆଲକହଲ୍‌ ନେବା ଉଚିତ ହେବ ନାହିଁ...

ସେନାଧ୍ୟକ୍ଷଙ୍କ ସିଏଏ ମନ୍ତବ୍ୟକୁ ନେଇ ବିବାଦ:ଅବସର ବେଳେ ଅଡ଼ୁଆ

ନୂଆଦିଲ୍ଲୀ,୨୭-୧୨(ପି.ଟି.):ସିଏଏକୁ ବିରୋଧ କରିବା ଲାଗି ଯୁବବର୍ଗଙ୍କୁ ଭୁଲ୍‌ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ ବୋଲି ସେନାଧ୍ୟକ୍ଷ ଜେନେରାଲ୍‌ ବିପିନ୍‌ ରାଓ୍ବତ୍‌ ଗୁରୁବାର କହିଛନ୍ତି। ଉଗ୍ର...

ରାଜ୍ୟପାଳଙ୍କୁ ଭେଟିବାକୁ ଗଲେ ୟେଦୁରପ୍ପା, ଆଜି ନେଇପାରନ୍ତି ଶପଥ

ବେଙ୍ଗାଲୁରୁ, ୨୬।୭: କର୍ନାଟକରେ ଏଚଡି କୁମାରସ୍ବାମୀ ସରକାର ଭାଙ୍ଗିବା ପରେ ଏବେ ନୂଆ ସରକାର ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାଜପା ନେତା ବିଏସ୍‌...

Advertisement


Archives

Model This Week