Posted inଜାତୀୟ

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୭।୫: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସୋମବାର ୬୦ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ସମସ୍ତ କଂଗ୍ରେସ ନେତା ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି ଯେ ମୁଁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଏହି ସମୟରେ କଂଗ୍ରେସ ନେତାମାନେ ନୂଆଦିଲ୍ଲୀର ଶାନ୍ତି ବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସ୍ମୃତି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଦଳର ସଂସଦୀୟ ସଭାପତି ସୋନିଆ ଗାନ୍ଧୀ ଏବଂ ରାଜ୍ୟ ସଭା ଏମପି ଅଜୟ ମାକେନ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ଶାନ୍ତି ବନରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri