Posted inଜାତୀୟ

ଦେଶର ବିକାଶରେ ଉତ୍ତରପ୍ରଦେଶ ଆଗୁଆ: ମୋଦି

ଆଲିଗଡ଼,୧୪।୯: ଡବଲ ଇଞ୍ଜିନ ସରକାରଙ୍କ ଡବଲ ଫାଇଦା ପାଇବାରେ ଉତ୍ତରପ୍ରଦେଶ ଏକ ଜ୍ୱଳନ୍ତ ଉଦାହରଣ। ଦିନେ ଦେଶର ଉନ୍ନତିରେ ବାଧା ଦେଉଥିଲା ଉତ୍ତରପ୍ରଦେଶ। ଆଉ ଏବେ ଦେଶର ଉନ୍ନତିରେ ଏହି ରାଜ୍ୟ ନେତୃତ୍ୱ ନେଉଛି। ଆଲିଗଡ଼ରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଉଦ୍‌ଘାଟନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏଭଳି କହି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମନେ ପକାଇ ମୋଦି କହିଛନ୍ତି, ଆଲିଗଡ଼ ପାଇଁ ଏହା ଏକ ବଡ଼ ଦିନ। ଅପରପକ୍ଷରେ ଜଣେ ସ୍ବାଧୀନତା ସଂଗ୍ରାମୀ, ଶିକ୍ଷାବିତ୍‌ ତଥା ସମାଜ ସଂସ୍କାରକ ଭାବେ ରାଜା ମହେନ୍ଦ୍ର ପ୍ରତାପ ସିଂହଙ୍କ ସ୍ମୃତି ତଥା ସମ୍ମାନାର୍ଥେ ଉତ୍ତରପ୍ରଦେଶ ସରକାର ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିଛନ୍ତି।

ଦେଶ ବିଦେଶର ଛୋଟ ବଡ଼ ନିବେଶକଙ୍କ ପାଇଁ ଉତ୍ତରପ୍ରଦେଶ ଅନୂକୁଳ ପରିବେଶ ସୃଷ୍ଟି କରିଛି। ଏହାହିଁ ବିକାଶର ପରିଚୟ। ଅଲିଗଡ଼ କାରଣରୁ ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଚିତ୍ର ବଦଳିବ। ୨୦୧୮ରେ ଏ ନେଇ ଘୋଷଣା କରାଯାଇଥିଲା। ଆଲିଗଡ଼, ଆଗ୍ରା, କାନପୁର, ଚିତ୍ରକୁଟ, ଝାନ୍ସି ଓ ଲକ୍ଷ୍ନୋ ଠାରେ ଡିଫେନ୍ସ କରିଡର ନିର୍ମାଣ କରାଯିବ। ଆଲିଗଡ଼ରେ ୧୨ଟି ପ୍ରତିରକ୍ଷା ଏକକ ପ୍ରତିଷ୍ଠା କାର୍ଯ୍ୟ ଚାଲିଥିବା ମୋଦି କହିଛନ୍ତି। ଏହା ଦେଶର ପ୍ରତିରକ୍ଷା କ୍ଷେତ୍ରରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri